ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର।
Cross references
ସେ ଗରିବ ବୋଲି ନ୍ଯାଯାଳଯ ରେ ତାକୁ ବିଶଷେ ଅନୁକମ୍ପା ଦଖାେଅ ନାହିଁ।
ଦରିଦ୍ର ବିଚା ରରେ ତୁମ୍ଭେ ତା ପ୍ରତି ଅନ୍ଯାଯ କରିବ ନାହିଁ। ତାକୁ ଅନ୍ୟ ଲୋକଙ୍କ ପରି ନ୍ଯାଯ ଦବେ।
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।
ତୁମ୍ଭେ ବିଦେଶୀର କି ପିତୃମାତୃହୀନ ବିଗ୍ଭର ରେ ଅନ୍ଯାଯ କରିବ ନାହିଁ। କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
କାହିଁକି ? କାରଣ ଯେତବେେଳେ କୌଣସି ଗରିବ ଲୋକଟିଏ ସାହାୟ୍ଯ ପାଇଁ ଡ଼ାକୁଥିଲା ମୁଁ ତାକୁ ସାହାୟ୍ଯ କରୁଥିଲି। ମୁଁ ମଧ୍ଯ ସହେି ପିଲାମାନଙ୍କୁ ସାହାୟ୍ଯ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସମାନଙ୍କେର ଯତ୍ନ ନବୋକୁ କହେି ନ ଥିଲେ।
ଅନାଥ ବାଳକକୁ ମୁଁ କବେେ ହାତ ଉଠାଏ ନାହିଁ ବରଂ ମାରଫୋଟକ ପାଖ ରେ ସାହାୟ୍ଯ କାମନା କରି ଛିଡ଼ା ହାଇେ ଥିବାର ମୁଁ ତାକୁ ଦେଖେ।
ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାଁନ୍ତି ସମାନଙ୍କେୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସହେି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତଣେୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
ମୁଖ ଫିଟାଇ ଯଥାର୍ଥ ବିଚାର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'
ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'
ସମାନେେ ଅଧିକରୁ ଅଧିକ ମାଟୋ ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ୟାଆନ୍ତି। ସମାନେେ ଅନାଥମାନଙ୍କର ମକଦ୍ଦମା ରେ ନ୍ଯାଯୋଚିତ ବିଚାର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରିପାରନ୍ତି। ସମାନେେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।
ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।
ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହାକି ଆମ୍ଭକୁ ଜ୍ଞାତ ହବୋର ନୁହେଁ ?
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।