Home Bibles ଗୀତସଂହିତା 84:12 · ଓଡ଼ିଆ ବାଇବେଲ
ଗୀତସଂହିତା 84:12 · ଓଡ଼ିଆ ବାଇବେଲ

ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।

Cross references

ଗୀତସଂହିତା 2:12

ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।

ଗୀତସଂହିତା 3:4

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।

ଗୀତସଂହିତା 34:8

ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।

ଗୀତସଂହିତା 62:8

ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।

ଗୀତସଂହିତା 125:4

ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।

ଗୀତସଂହିତା 146:5

କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।

ଯିଶାଇୟ 30:18

ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।

ଯିଶାଇୟ 50:10

ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।

ଯିଶାଇୟ 60:19

ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

ଯିରିମିୟ 17:7

ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।

Interlinear

Choose Theme