ଧର୍ମ ପରମେଶ୍ବରଙ୍କର ଆଗେ ଆଗେ ୟିବ ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
Cross references
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
ରାଜାଙ୍କୁ ସାହାୟ୍ଯ କର, ୟପରେି ସମାନେେ ତୁମ୍ଭର ଲୋକମାନଙ୍କୁ ସୁବିଚାର ଦଇେ ପାରିବେ। ତାଙ୍କୁ ସାହାୟ୍ଯ କର, ୟପରେି ସମାନେେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ଯବହାର କରିବେ।
ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।
ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶ ପଥରେ ମାେତେ ଆଗଇେ ନିଅ। ମୁଁ ବାସ୍ତବରେ ସହେିପରି ଜୀବନ ବିତାଇବା ପାଇଁ ବହୁତ ଭଲପାଏ।
ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।
ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।
ପୁଣି ମୁଁ ତୁମ୍ଭମାନଙ୍କର ବୃକ୍ଷର ଫଳ ଓ କ୍ଷେତ୍ରସ୍ଥ ଶସ୍ଯ ଉତ୍ପାଦନ ଏପରି ବୃଦ୍ଧି କରିବି ଯେ, ତୁମ୍ଭମାନେେ ଜାତିମାନଙ୍କ ମଧିଅରେ ଖାଦ୍ଯାଭାବ ଯୋଗୁଁ ନିନ୍ଦା ପାଇବ ନାହିଁ।
ଯଦି ତୁମ୍ଭ ଭିତରୁ କହେି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତବେେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସବୋ କରିବାକୁ ହବେ।
ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।
ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା
ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।
ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।
ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।
ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
ହେ କ୍ରୀତଦାସଗଣ ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।
ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା ; ସେ ପାପରୁ ନିବୃତ୍ତ ହାଇେଛି।
ପରମେଶ୍ବରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ଯକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ।