Home Bibles ☰ Books ଗୀତସଂହିତା 86:11 · ଓଡ଼ିଆ ବାଇବେଲ
ଗୀତସଂହିତା 86:11 · ଓଡ଼ିଆ ବାଇବେଲ

ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।

Cross references

ଆୟୁବ ପୁସ୍ତକ 34:32

ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'

ଗୀତସଂହିତା 5:8

ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।

ଗୀତସଂହିତା 25:4

ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର।

ଗୀତସଂହିତା 25:12

ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।

ଗୀତସଂହିତା 26:3

ମୁଁ ସବୁବେଳେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।

ଗୀତସଂହିତା 27:11

ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।

ଗୀତସଂହିତା 119:30

ମୁଁ ତୁମ୍ଭ ନିକଟରେ ବିଶ୍ବସ୍ତ ହବୋ ପାଇଁ ମନୋନୀତ ହାଇେଅଛି। ମୁଁ ଯତ୍ନ ସହକାରେ ତୁମ୍ଭର ନ୍ଯାଯପରାଯଣତାକୁ ଶିକ୍ଷା କରିବି।

ଗୀତସଂହିତା 119:33

ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।

ଗୀତସଂହିତା 119:73

ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମାେତେ ନିର୍ମାଣ କଲା ଏବଂ ମୁଁ କ'ଣ ତିଆରି କଲି ? ମାେତେ ବୁଝିବା ଶକ୍ତି ପ୍ରଦାନ କର, ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶସବେୁ ଶିକ୍ଷା କରିପାରେ।

ଗୀତସଂହିତା 143:8

ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

ଯିରିମିୟ 32:38

ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।

ହୋଶେୟ 10:2

ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।

ହୋଶେୟ 14:8

ଇଫ୍ରଯିମ କହିବ, ପ୍ରତିମାଗୁଡିକରେ ମାରେ କିଛି କରିବାର ନାହିଁ। ଆମ୍ଭେ ଉତ୍ତର ଦବୋ, ଆମ୍ଭେ ସହେି ପ୍ରଭୁ ତୁମ୍ଭର ପ୍ରାର୍ଥନା ଶୁଣୁ ଓ ତୁମ୍ଭମାନଙ୍କ ଉପ ରେ ଦୃଷ୍ଟି ରଖୁ। ଆମ୍ଭେ ଗୋଟିଏ ଦବଦୋରୁ ଗଛପରି ଚିର ସବୁଜ। ତୁମ୍ଭର ଫଳ ଆମ୍ଭଠାରୁ ଆ ସେ।

ସିଫନିୟ 1:5

ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।

ମଲାଖୀ 2:6

ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।

Interlinear

Choose Theme