ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
Cross references
ଏହାପରେ ଅବଶାଲୋମ ଗୋଟିଏ ରଥ ଓ ଅଶ୍ବମାନ ପାଇଲା। ଆଉ ସେ ଯେତବେେଳେ ଘୋଡାଗାଡି ଆରୋହଣ କଲା, ପଗ୍ଭଶ ଜଣ ଲୋକ ତା' ସମ୍ମକ୍ସ୍ଟଖକକ୍ସ୍ଟ ଦୌଡି ଆସିଲେ।
ଅବଶାଲୋମ ଅହୀଥୋଫଲକକ୍ସ୍ଟ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ଯ, ଏ ବିଷଯ ରେ ତୁମ୍ଭେ ମନ୍ତ୍ରଣା ଦିଅ।
ଅବଶାଲୋମ ଓ ସମସ୍ତ ଇଶ୍ରାୟେଲୀୟ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀଯ ହୂଶଯର ମନ୍ତ୍ରଣା ଉତ୍ତମ ଥିଲା। ସମାନେେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକା ରେ ଅବଶା ଲୋମକକ୍ସ୍ଟ ଦଣ୍ତ ଦବୋ ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ଯର୍ଥକରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।
କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କ ବିରୁଦ୍ଧରେ ୟାଆନ୍ତି ? କାରଣ ସମାନେେ ଭାବନ୍ତି ୟେ ତାଙ୍କୁ ଦଣ୍ଡ ଦବେେ ନାହିଁ।
ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।
ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦ କାର୍ୟ୍ଯ କରେ। ଯେତବେେଳେ ସେ ଆପଣା ହୃଦଯକୁ କ ହେ, ମୁଁ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।
ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।
ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।
ପରମେଶ୍ବର ମାରେ ଶତ୍ରୁମାନଙ୍କୁ ସମାନଙ୍କେର କୁକର୍ମ ପାଇଁ ପ୍ରତି ରୋଧ କର। ପରମେଶ୍ବର, ଦଖାଇେ ଦିଅ ୟେ, ତୁମ୍ଭେ ମାେ ପାଇଁ ସତ୍ଯ ଅଟ ଏବଂ ସମାନଙ୍କେୁ ଧ୍ବଂସ କର।
ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ ଏବଂ ମାେତେ ଅତିଶଯ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ଯୁତ ହାଇେ ନାହିଁ।
ଯେଉଁ ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ, ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦଯ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
ଅହଂକାରୀମାନେ ମିଥ୍ଯାଦ୍ବାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶର ପ୍ରାଚୀନବର୍ଗ ପ୍ରେତ୍ୟକକ ନିଜ ନିଜ ପ୍ରତିମା ଗୃହ ରେ ଅନ୍ଧକାର ରେ ଯାହା କରୁଅଛନ୍ତି ତାହା କ'ଣ ତୁମ୍ଭେ ଦେଖିପାରିବ ? କାରଣ ସମାନେେ ଭାବନ୍ତି, 'ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ଯାଗ କରିଛନ୍ତି।'
ସେ କହିଲେ, ଇଶ୍ରାୟେଲ ଓ ଯିହୁଦା ପରିବାର ବହୁତ ଜଘନ୍ଯ ପାପ କଲେ ଓ ଦେଶ ରକ୍ତପାତ ରେ ପରିପୂର୍ଣ୍ଣ ହାଇଗେଲା। ଆଉ ନଗର ଅନ୍ଯାଯ ରେ ପରିପୂର୍ଣ୍ଣ ହାଇେଅଛି। କାରଣ ସମାନେେ କହିଛନ୍ତି, ସଦାପ୍ରଭୁ ଦେଶ ତ୍ଯାଗ କରିଛନ୍ତି ଓ ସେ କିଛି ଲକ୍ଷ୍ଯ କରନ୍ତି ନାହିଁ।'
ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।
ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।