ହେ ସଦାପ୍ରଭୁ, ମାେତେ ଟିକେ ସୂଚନା ଦିଅ ୟେ, ମାରେ ସବୁ କିଛି ପାଇଁ ଉତ୍ତମ ହାଇପୋରିବ। ମାରେ ଶତ୍ରୁଗଣ ତାହା ଦେଖି ନିରାଶ ହବେେ। ଏଥିରୁ ସମାନେେ ଜାଣିବେ ୟେ ତୁମ୍ଭେ ମାରେ ପ୍ରାର୍ଥନା ଗ୍ରହଣ କଲ ଓ ମାେତେ ସାନ୍ତ୍ବନା କଲ।
Cross references
ଏହିପରେ ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭେ ମାେ' ପ୍ରତି ସନ୍ତକ୍ସ୍ଟଷ୍ଟ, ତବେେ ମାେତେ ପ୍ରମାଣ ଦିଅ ଯେ ଏହା ପ୍ରକୃତ ରେ ତୁମ୍ଭେ ମାେ ସହିତ କଥାବାର୍ତ୍ତା ହେଉଛନ୍ତି।
ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।
ତଣେୁ ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମାେତେ ସୁସ୍ଥ ହବୋକୁ ଦିଅ, ତହିଁରେ ମୁଁ ସମାନଙ୍କେୁ ଉପୟୁକ୍ତ ଜବାବ ଦବେି।
ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।
ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।
ମାେତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମାେତେ ପୁଣିଥରେ ସାନ୍ତ୍ବନା ଦିଅ।
ଆମ୍ଭମାନେେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ଯଦ୍ବକ୍ତା ଆଉ ନାହାନ୍ତି। କ'ଣ କରିବାକୁ ହବେ କହେି ଜାଣନ୍ତି ନାହିଁ।
ମାରେ ଶତ୍ରୁମାନଙ୍କୁ ଲଜ୍ଜିତ କରାଅ। ସମାନେେ ଉତ୍ତରୀଯ ବସ୍ତ୍ରତୁଲ୍ଯ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
ମାତ୍ର ହିଜକିଯ ଯିଶାଇୟଙ୍କୁ ପ୍ରଶ୍ନ କଲେ, ମୁଁ ଭଲ ହବେି ସଦାପ୍ରଭୁ କି ସଙ୍କତେ ଦ୍ବାରା ପ୍ରମାଣ କରିବେ। ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି କେଉଁ ସଙ୍କତେ ଦ୍ବାରା ପ୍ରମାଣିତ ହବେ।'
ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।
ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।