Home Bibles ଗୀତସଂହିତା 86:4 · ଓଡ଼ିଆ ବାଇବେଲ
ଗୀତସଂହିତା 86:4 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମୁଁ ମାେ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତଣେୁ ମାେତେ ତୁମ୍ଭର ସବକେକୁ ଆନନ୍ଦ ଦିଅ।

Cross references

ଗୀତସଂହିତା 25:1

ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।

ଗୀତସଂହିତା 51:12

ତୁମ୍ଭର ପରିତ୍ରାଣ ମାେତେ ଖୁସି କଲା ! ପୁନରାଯ ମାେତେ ସହେି ଆନନ୍ଦ ପ୍ରଦାନ କର। ମାରେ ଆତ୍ମାକୁ ସୁଦୃଢ଼ କର, ୟପରେିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହବେି।

ଗୀତସଂହିତା 62:8

ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।

ଗୀତସଂହିତା 143:8

ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

ଯିଶାଇୟ 61:3

ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'

ଯିଶାଇୟ 65:18

ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭମାନେେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର। କାରଣ ଆମ୍ଭେ ୟିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।

ଯିଶାଇୟ 66:13

ମାଆ ଯେପରି ତା'ର ସନ୍ତାନକୁ ସାନ୍ତ୍ବନା ଦିଏ, ଆମ୍ଭେ ସହେିପରି ତୁମ୍ଭମାନଙ୍କୁ ସାନ୍ତ୍ବନା ଦବୋ ଓ ତୁମ୍ଭମାନେେ ୟିରୁଶାଲମ ରେ ସାନ୍ତ୍ବନା ଲାଭ କରିବ।

Interlinear

Choose Theme