Home Bibles ☰ Books ଗୀତସଂହିତା 86:9 · ଓଡ଼ିଆ ବାଇବେଲ
ଗୀତସଂହିତା 86:9 · ଓଡ଼ିଆ ବାଇବେଲ

ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।

Cross references

ଦିତୀୟ ବଂଶାବଳୀ 6:33

ତବେେ ତୁମ୍ଭେ ଯେଉଁ ସ୍ବର୍ଗ ରେ ବାସ କର, ସଠାରୁେ ଥାଉ, ସହେି ବିଦେଶୀ ବ୍ଯକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନା ରେ ଉତ୍ତର ଦିଅ। ତବେେ ତୁମ୍ଭର ଲୋକ ଇଶ୍ରାୟେଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସହେିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମ ରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 22:28

କାହିଁକି ? କାରଣ ସେ ହେଉଛନ୍ତି ରାଜା। ସେ ସବୁ ରାଜ୍ଯକୁ ଶାସନ କରନ୍ତି।

ଗୀତସଂହିତା 66:4

ସମୁଦାଯ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାଯ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରେତ୍ୟକକ ବ୍ଯକ୍ତି ଗୀତ ଦ୍ବାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।

ଗୀତସଂହିତା 67:7

ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 72:8

ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।

ଗୀତସଂହିତା 72:19

ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।

ଗୀତସଂହିତା 102:15

ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।

ଗୀତସଂହିତା 102:18

ଭବିଷ୍ଯତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ୟପରେିକି ଲୋକମାନେ ଏପର୍ୟ୍ଯନ୍ତ ଜନ୍ମ ହାଇେ ନାହାନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ପ୍ରଶଂସା କରିବେ।

ଯିଶାଇୟ 2:2

ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।

ଯିଶାଇୟ 11:9

କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।

ଯିଶାଇୟ 43:7

ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିଶାଇୟ 59:19

ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।

ଯିଶାଇୟ 66:23

ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମାେ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମଦିନ ଆସିବ।

ସିଫନିୟ 3:9

ତା'ପ ରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସମାନେେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସମାନେେ ସମସ୍ତେ ଏକତ୍ରୀତ ହାଇେ ଆମ୍ଭକୁ ଉପାସନା କରିବେ।

Interlinear

Choose Theme