କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
Cross references
କିନ୍ତୁ ପରମେଶ୍ବର ସମାନଙ୍କେର ଭବିଷ୍ଯତକୁ ଗୋପନ ରଖନ୍ତି ଏବଂ ସହେିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି।
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।
ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।
କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।
ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।
ମାରେ ହୃଦଯ ବିଦୀର୍ଣ୍ଣ ହେଉଅଛି। ମାରେ ବଳସବୁ କ୍ଷୀଣ ହାଇଗେଲାଣି ଓ ମୁଁ ଅନ୍ଧ ହାଇଯୋଉଛି।
ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସମାନେେ ସବୁବେଳେ ମାେ ବିଷଯରେ ଆଲୋଚନା କରନ୍ତି।
ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।
ଆମ୍ଭେ କ'ଣ ଆମ୍ଭ ପରମେଶ୍ବରଙ୍କ ନାମ ଭୁଲି ୟାଇଛୁ ? ଆମ୍ଭେ କ'ଣ ଅନ୍ୟ କୌଣସି ଦବେତାଙ୍କୁ ଡ଼ାକିଛୁ ? ନା।
ମୁଁ ସନ୍ଧ୍ଯା, ସକାଳେ ଓ ମଧ୍ଯାହ୍ନରେ ପରମେଶ୍ବରଙ୍କୁ କଥା କହିଲି। ମୁଁ ତାଙ୍କୁ କୁ ହେ, ମାେତେ କ'ଣ ବ୍ଯସ୍ତ କରୁଅଛି ଏବଂ ସେ ମାରେ କଥା ଶୁଣନ୍ତି !
ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
ହେ ମାରେ ପ୍ରଭୁ, ମାେ ପ୍ରତି ଦୟା ଦଖାେଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।