Home Bibles ☰ Books ଗୀତସଂହିତା 89:13 · ଓଡ଼ିଆ ବାଇବେଲ
ଗୀତସଂହିତା 89:13 · ଓଡ଼ିଆ ବାଇବେଲ

ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।

Cross references

ବିଚାରକର୍ତାମାନଙ୍କ ବିବରଣ 4:6

ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10 ,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।

ବିଚାରକର୍ତାମାନଙ୍କ ବିବରଣ 4:12

କହେି ଜଣେ ସୀଷରାକକ୍ସ୍ଟ କହିଲେ, ଯେ ବାରକ୍ ଅବିନଯମର ପକ୍ସ୍ଟତ୍ର ତାବୋର ପର୍ବତ ଉପରକକ୍ସ୍ଟ ଗଲେ।

ଆୟୁବ ପୁସ୍ତକ 26:7

ପରମେଶ୍ବର ଉତ୍ତର ଆକାଶ ବିସ୍ତାର କରନ୍ତି, ଶୂନ୍ଯ ସ୍ଥାନ ରେ ପରମେଶ୍ବର ପୃଥିବୀକୁ ଶୂନ୍ଯ ରେ ଟଙ୍ଗାଇ ରଖନ୍ତି।

ଗୀତସଂହିତା 62:11

ପରମେଶ୍ବର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି : ପରମେଶ୍ବର ବଳବାନ୍ ଅଟନ୍ତି।

ଗୀତସଂହିତା 89:10

ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ବାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।

ଗୀତସଂହିତା 98:8

ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।

ଯିଶାଇୟ 44:23

ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।

ଯିଶାଇୟ 49:13

ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।

ଦାନିଏଲ 4:34

ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

Interlinear

Choose Theme