ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
Cross references
ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତବର୍ଷ ଗଣନା କରିବ, ତାହା ଦ୍ବାରା ସହେି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଚାଶ ବର୍ଷ ହବେ।
ତହୁଁ ସପ୍ତମ ମାସର ଦଶମ ଦିନ ରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରଯଶ୍ଚିତ ଦିନ ରେ ତୁମ୍ଭମାନେେ ନିଜର ସମଗ୍ର ଦେଶ ରେ ତୂରୀ ବଜାଇବ।
ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।
ପରମେଶ୍ବର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସହେି ପବିତ୍ର ନାମରେ ଭରସା କରିବା।
ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ୟ୍ଯ କରିଛ। ସେସବୁକୁ ମୁଁ ମାରେ ହୃଦଯରେ ଗୋପନ କରି ନାହିଁ। ହେ ସଦାପ୍ରଭୁ ମାେ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସମାନଙ୍କେୁ ଉଦ୍ଧାର କରିବ ବୋଲି ପ୍ରଚାର କରିଅଛି। ମୁଁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ସତ୍ଯତା ମହାସମାଜରୁ ଲୋକମାନଙ୍କଠାରୁ ଲୁଚାଇ ରଖି ନାହିଁ।
ଆମ୍ଭେ ସାରାଦିନ ପରମେଶ୍ବରଙ୍କ ପ୍ରଶଂସା କରିଛୁ। ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର। ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।
ତାହା ହେଲେ ଲୋକେ କହିବେ, କବଳେ ସଦାପ୍ରଭୁଙ୍କଠା ରେ ଧାର୍ମିକତା ଓ ଶକ୍ତି ଅଛି।'
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।
ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।