ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
Cross references
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।
ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତର ଦଇେ କହିଲା, ଦେଖନ୍ତକ୍ସ୍ଟ ମୁ ବୈଥ୍ଲହମେୀଯ ୟିଶୀର ଏକ ପକ୍ସ୍ଟତ୍ରଙ୍କକ୍ସ୍ଟ ଦେଖିଅଛି। ସେ ବୀଣା ବଜାଇବା ରେ ନିପୂଣ ଓ ମହାବିକ୍ରମଶାଳୀ ୟୋଦ୍ଧା ଓ କଥା ରେ ବିଜ୍ଞ, ଆଉ ରୂପବାନ ପକ୍ସ୍ଟଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।
ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।
ତା'ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହବେେ। କାରଣ ସମସ୍ତ ଇଶ୍ରାୟେଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ଯ ବଳଶାଳୀ ଅଟନ୍ତି।
ମୁଁ ଶଲୋମନର ପରିବାରରୁ ରାଜ୍ଯ ଛଡଇେ ନବେି। କିନ୍ତୁ ମାରେ ସବେକ ଦାଉଦ ନିମନ୍ତେ ୟିଏକି ମାରେ ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା'ର ମୃତ୍ଯୁ ପର୍ୟ୍ଯନ୍ତ ଶାସନ କରିବାକୁ ନବେି।
ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।
ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।
ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ ?
ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ତୁମ୍ଭେ କ'ଣ ଆମ୍ଭକୁ ଧ୍ବଂସ କରିଦବୋକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ବ୍ଯକ୍ତି।
ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :