ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ।
Cross references
ମାଶାେ ଆଶୀର୍ବାଦ କଲେ ଏବଂ କହିଲେ,
ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।
ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ଯଭାର ଦବୋ।
ଆୟୁବ, ତୁମ୍ଭେ ତାଙ୍କୁ ଡାକ, ଯଦି ତୁମ୍ଭେ ଚାହୁଁଛ, କିନ୍ତୁ କହେି ତୁମ୍ଭକୁ ଉତ୍ତର ଦବୋକୁ ଏଠା ରେ ନାହିଁ। ତୁମ୍ଭେ ସ୍ବର୍ଗଦୂତମାନଙ୍କୁ ବଦଳାଇ ପାରିବ ନାହିଁ।
ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।
ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ୟଦି ବଂଶଧରଗଣ ଆମ୍ଭ ବ୍ଯବସ୍ଥା ପରିତ୍ଯାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସମାନଙ୍କେୁ ଦଣ୍ଡ ଦବୋ।
ଏହା ଚନ୍ଦ୍ରପରି ଚିରଦିନ ଚାଲୁ ରହିବ। ଏହା ଆକାଶପରି ଚିରଦିନ ପାଇଁ ରହିବ।
ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ବାସର ଗୋଟିଏ ଶପଥ କଲେ, ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।
ତାଙ୍କ ସମ୍ମୁଖରୁ ଅଗ୍ନିଷୋର୍ତ ନିର୍ଗତ ହାଇେ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖାେଲାଗଲା।
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।
ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।
ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।
ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର।
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :