Home Bibles ଗୀତସଂହିତା 89:52 · ଓଡ଼ିଆ ବାଇବେଲ
ଗୀତସଂହିତା 89:52 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ !

Cross references

ନିହିମିୟା 9:5

ଏହାପରେ ଲବେୀୟମାନେ: ଯଶୂେଯ, କଦମୀଯଲେ, ବାନି, ହଶବନିଯ, ଶେ ରବେିଯ, ହାଦେିୟ, ଶବନିଯ, ଓ ପଥାଦିଯ କହିଲେ, ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାଯୀ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ଧନ୍ଯବାଦ କର।

ଗୀତସଂହିତା 31:12

ଲୋକମାନେ ମାେତେ ସମ୍ପୂର୍ଣ୍ଣ ଭୁଲି ଗଲଣେି ୟମେିତି କୌଣସି ପୁରୁଣା ଭଙ୍ଗା ପାତ୍ର ପରି।

ଗୀତସଂହିତା 41:13

ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।

ଗୀତସଂହିତା 69:8

ମାେ ନିଜ ଭାଇମାନେ ମାେ ସହିତ ଅଚିହ୍ନା ଲୋକ ପରି ବ୍ଯବହାର କଲେ। ମାରେ ମା'ଙ୍କର ପୁଅମାନେ ମାେତେ ବିଦେଶୀ ପରି ବ୍ଯବହାର କଲେ।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 79:12

ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।

ଗୀତସଂହିତା 106:48

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।

ହବକକୂକ 3:17

ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:17

ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।

Interlinear

Choose Theme