Home Bibles ☰ Books ଗୀତସଂହିତା 9:7 · ଓଡ଼ିଆ ବାଇବେଲ
ଗୀତସଂହିତା 9:7 · ଓଡ଼ିଆ ବାଇବେଲ

କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ଯମାନ, ସେ ତାଙ୍କର ରାଜ୍ଯକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।

Cross references

ଗୀତସଂହିତା 50:3

ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।

ଗୀତସଂହିତା 89:14

ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।

ଗୀତସଂହିତା 90:2

ହେ ପରମେଶ୍ବର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ବର ଥିଲ। ତୁମ୍ଭେ ଚିରକାଳ ପରମେଶ୍ବର ହାଇେ ରହିବ।

ଗୀତସଂହିତା 102:12

କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଚାଲୁ ରହିଥିବ।

ଗୀତସଂହିତା 102:24

ତଣେୁ ମୁଁ କହିଲି, ମାେ ପରମେଶ୍ବର ୟୁବାବସ୍ଥାରେ ମାରେ ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଆମର।

ଗୀତସଂହିତା 103:19

ପରମେଶ୍ବରଙ୍କ ସିଂହାସନ ସ୍ବର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।

ଏବ୍ରୀ 1:11

ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।

ଏବ୍ରୀ 13:8

ଯୀଶୁଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।

ପିତରଙ୍କ ଦିତୀୟ ପତ୍ର 3:8

ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

Interlinear

Choose Theme