Home Bibles ☰ Books ଗୀତସଂହିତା 90:17 · ଓଡ଼ିଆ ବାଇବେଲ
ଗୀତସଂହିତା 90:17 · ଓଡ଼ିଆ ବାଇବେଲ

ହେ ପରମେଶ୍ବର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର। ଆମ୍ଭର କାର୍ୟ୍ଯ ଆମ୍ଭକୁ ସମର୍ଥନ କରେ, ତଣେୁ ଦୟାକରି ଆମ୍ଭର କାର୍ୟ୍ଯକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

Cross references

ଆୟୁବ ପୁସ୍ତକ 22:28

ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚଯ ତାହା ସଫଳ ହବେ। ତା' ହେଲେ ପ୍ରକୃତ ରେ ତୁମ୍ଭର ଭବିଷ୍ଯତ ଉଜ୍ଜଳ ହବେ।

ଗୀତସଂହିତା 27:4

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।

ଗୀତସଂହିତା 50:2

ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।

ଗୀତସଂହିତା 68:28

ହେ ପରମେଶ୍ବର, ଆମ୍ଭକୁ ଆପଣାର ଶକ୍ତି ଦଖାେଅ, ୟାହାର ଉପ ଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିୟାଇଥିବା ଦିନରେ କରିଥିଲ।

ଗୀତସଂହିତା 80:3

ହେ ପରମେଶ୍ବର, ପୁନରାଯ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ କର ଓ ରକ୍ଷା କର।

ଗୀତସଂହିତା 80:7

ହେ ସୈନ୍ଯାଧିପତି ପରମେଶ୍ବର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ ହୁଅ ଓ ରକ୍ଷା କର।

ଗୀତସଂହିତା 110:3

ତୁମ୍ଭ ପରାକ୍ରମର ଦିନରେ, ଯେତବେେଳେ ତୁମ୍ଭର ସୈନ୍ଯବାହିନୀ ଏକତ୍ର ହବେେ, ତୁମ୍ଭ ଲୋକମାନେ ସ୍ବଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସମାନେେ ମିଳିତ ହବେେ। ସହେି ସମସ୍ତ ୟୁବକ ତୁମ୍ଭ ଚାରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।

ଗୀତସଂହିତା 118:25

ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।

ହିତୋପଦେଶ 16:3

ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।

ଯିଶାଇୟ 26:12

ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:7

ତେଣୁ ଗଛ ଲଗଇେଥିବା ବା ପାଣି ଦଇେଥିବା କହେି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ବର କବଳେ ପ୍ରଧାନ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:18

ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:16

ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

Interlinear

Choose Theme