Home Bibles ☰ Books ଗୀତସଂହିତା 90:6 · ଓଡ଼ିଆ ବାଇବେଲ
ଗୀତସଂହିତା 90:6 · ଓଡ଼ିଆ ବାଇବେଲ

ପ୍ରାତଃକାଳରେ ତୃଣ ସତଜେ ହାଇେ ବଢ଼େ। ସନ୍ଧ୍ଯା କଳରେ ତାହା ଶୁଖି ମରିୟାଏ।

Cross references

ଆୟୁବ ପୁସ୍ତକ 14:2

ମଣିଷର ଜୀବନ ଫୁଲ ସଦୃଶ। ସେ ଖୁବ୍ ଶୀଘ୍ର ବଢ଼ିୟାଏ ଓ ଶଷେର ମରିୟାଏ। ମଣିଷର ଜୀବନ ଛାଯା ତୁଲ୍ଯ ଏଠା ରେ ଖୁବ୍ କମ ସମୟ ପାଇଁ। ଘଡ଼ିକେ ଦଖାୟୋଏ ପୁଣି ଅଦୃଶ୍ଯ ହାଇୟୋଏ।

ଗୀତସଂହିତା 92:7

ଯେତବେେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଚାରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହାଇପୋରନ୍ତି। ସେତବେେଳେ ସମାନେେ କରୁଥିବା ମୂଲ୍ଯହୀନ କାର୍ୟ୍ଯ ଚିରଦିନ ପାଇଁ ନଷ୍ଟ ହବେ।

ଗୀତସଂହିତା 102:5

ମାରେ ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହାଇେଛି।

ଗୀତସଂହିତା 102:12

କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଚାଲୁ ରହିଥିବ।

ଯିଶାଇୟ 40:6

ପୁଣି ଏକ ସ୍ବର ଶୁଣାଗଲା, ପ୍ରଚାର କର।' ଜଣେ ବ୍ଯକ୍ତି କହିଲା, କ'ଣ ପ୍ରଚାର କରିବା? ସେ ସ୍ବରଟି କହିଲା, ମନୁଷ୍ଯ ଚିରଦିନ ପାଇଁ ବଞ୍ଚିବ ନାହିଁ। ସମାନେେ ତୃଣତୁଲ୍ଯ ଓ ସମାନଙ୍କେର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ଯ।

ମାଥିଉଲିଖିତ ସୁସମାଚାର 6:30

ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ?

ଯାକୁବଙ୍କ ପତ୍ 1:11

ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।

Interlinear

Choose Theme