ଗୀତସଂହିତା 91:12 · ଓଡ଼ିଆ ବାଇବେଲ
ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।
Cross references
ଆୟୁବ ପୁସ୍ତକ 5:23
ତୁମ୍ଭର ପରମେଶ୍ବରଙ୍କ ସହିତ ଚୁକ୍ତି ହାଇେଛି। ତେଣୁ କ୍ଷତରେ ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ଯ ତୁମ୍ଭ ସହିତ ଶାନ୍ତି ରେ ରହିବେ।
ଗୀତସଂହିତା 37:24
ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।
ହିତୋପଦେଶ 3:23
ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।
ଯିଶାଇୟ 46:3
ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।
ଯିଶାଇୟ 63:9
ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।
ମାଥିଉଲିଖିତ ସୁସମାଚାର 4:6
ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:
ଲୂକଲିଖିତ ସୁସମାଚାର 4:11
ଏହା ମଧ୍ଯ ଲଖାେଅଛି: