Home Bibles ଗୀତସଂହିତା 91:2 · ଓଡ଼ିଆ ବାଇବେଲ
ଗୀତସଂହିତା 91:2 · ଓଡ଼ିଆ ବାଇବେଲ

ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।

Cross references

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଦିତୀୟ ବିବରଣ 26:17

ତୁମ୍ଭମାନେେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ହବେେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ବର ଶକ୍ସ୍ଟଣ।

ଦିତୀୟ ବିବରଣ 32:30

ଜଣେ ଲୋକ କ'ଣ ହଜାରେ ଲୋକଙ୍କକ୍ସ୍ଟ ଗୋଡ଼ାଇ ପାରିବ? ଦକ୍ସ୍ଟଇଜଣ ଲୋକ କ'ଣ ଦଶହଜାର ଲୋକଙ୍କକ୍ସ୍ଟ ଘଉଡାଇ ଦଇପୋରିବେ? ତାହା ଘଟିବ କବଳେ ଯଦି ସଦାପ୍ରଭୁ ସମାନଙ୍କେୁ ତାଙ୍କର ଶତୃମାନଙ୍କ ହସ୍ତ ରେ ସମର୍ପଣ କରନ୍ତି।

ଦିତୀୟ ବିବରଣ 33:27

ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'

ଗୀତସଂହିତା 14:6

କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।

ଗୀତସଂହିତା 18:2

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।

ଗୀତସଂହିତା 18:3

ସମାନେେ ମାେତେ ପରିହାସ କଲେ, କିନ୍ତୁ ଯେତବେେଳେ ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାେତେ ମାରେ ଶତ୍ରୁମାନଙ୍କଠାରୁ ରକ୍ଷା କଲେ।

ଗୀତସଂହିତା 25:2

ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।

ଗୀତସଂହିତା 31:15

ମାରେ ଜୀବନ ତୁମ୍ଭ ହାତରେ, ମାେତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର। କେତକେ ଲୋକ ମାେ ପଛରେ ଗୋଡ଼ାଇଛନ୍ତି। ସମାନଙ୍କେଠାରୁ ମାେତେ ରକ୍ଷା କର।

ଗୀତସଂହିତା 43:4

ମୁଁ ପରମେଶ୍ବରଙ୍କ ୟଜ୍ଞବଦେୀ ନିକଟକୁ ଆସିବି। ମୁଁ ପରମେଶ୍ବରଙ୍କ ନିକଟକୁ ୟିବି, ୟିଏ ମାେତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ଏହି ବୀଣା ବାଦ୍ଯୟନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ଗୀତସଂହିତା 46:1

ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 46:2

ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।

ଗୀତସଂହିତା 48:14

ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଗୀତସଂହିତା 61:5

ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।

ଗୀତସଂହିତା 62:5

ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।

ଗୀତସଂହିତା 62:8

ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।

ଗୀତସଂହିତା 67:6

ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।

ଗୀତସଂହିତା 71:3

ମାରେ ଦୁର୍ଗ ହୁଅ। ତୁମ୍ଭେ ମାେ ପ୍ରତି ଶୈଳ ସ୍ବରୂପ ସୁରକ୍ଷାର ଗଡ଼ ୟାହା ନିକଟକୁ ମୁଁ ଦୌଡ଼ି ୟିବି। ମାରେ ନିରାପଦର ସ୍ଥାନ। ତୁମ୍ଭେ ମାେତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।

ଗୀତସଂହିତା 91:9

ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।

ଗୀତସଂହିତା 142:5

ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ : ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।

ଗୀତସଂହିତା 142:6

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

ହିତୋପଦେଶ 18:10

ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।

ଯିଶାଇୟ 12:2

ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।

ଯିଶାଇୟ 26:3

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

ଯିରିମିୟ 31:1

ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଲୂକଲିଖିତ ସୁସମାଚାର 20:38

ଯଦି ପରମେଶ୍ବର କହିଛନ୍ତି ଯେ, ସେ ସମାନଙ୍କେର ପରମେଶ୍ବର, ତବେେ ଏ ଲୋକମାନେ ପ୍ରକୃତ ରେ ମୃତ ନୁହନ୍ତି। ସେ କବଳେ ଜୀବିତ ଲୋକମାନଙ୍କ ପରମେଶ୍ବର। ଯେଉଁମାନେ ପରମେଶ୍ବରଙ୍କ ଲୋକ, ସମାନେେ ସମସ୍ତେ ଜୀବିତ ଅଟନ୍ତି।

ଏବ୍ରୀ 11:16

କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।

Interlinear

Choose Theme