ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ।
Cross references
ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।
ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।
ଯେଉଁମାନେ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ସେ ଦେଶର ଅପଖ୍ଯାତି ପ୍ରଚାର କରିଥିଲେ, ସମାନେେ ସଦାପ୍ରଭୁଙ୍କ ଉପସ୍ଥିତ ରେ ମହାମାରୀ ଦ୍ବାରା ମଲେ।
ବର୍ତ୍ତମାନ ସଦାପ୍ରଭୁ ମାେତେ ଏହି 45 ବର୍ଷ ପର୍ୟ୍ଯନ୍ତ ବଞ୍ଚାଇ ରଖିଛନ୍ତି, ଯେ ହତେକ୍ସ୍ଟ ସେ କହିଥିଲେ। ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଏହା କହିଲା ସମୟରକ୍ସ୍ଟ ଆମ୍ଭେ ମରକ୍ସ୍ଟଭୂମିରେ ଭ୍ରମଣ କରୁଥିଲକ୍ସ୍ଟ। ବର୍ତ୍ତମାନ ମାେତେ 85 ବର୍ଷ ହେଲାଣି।
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।
ଆଉ ହେ ଏବଦମଲକେ, ଆମ୍ଭେ ତୁମ୍ଭକୁ ନିଶ୍ଚଯ ରକ୍ଷା କରିବା। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେ ହତେୁ ତୁମ୍ଭେ ଆମ୍ଭଠା ରେ ବିଶ୍ବାସ ରଖିଛ।ଏହି ବାକ୍ଯ ସଦାପ୍ରଭୁଙ୍କଠାରୁ ଆସିଥିଲା।