Home Bibles ☰ Books ଗୀତସଂହିତା 93:4 · ଓଡ଼ିଆ ବାଇବେଲ
ଗୀତସଂହିତା 93:4 · ଓଡ଼ିଆ ବାଇବେଲ

ଜଳରାଶିର ଧ୍ବନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।

Cross references

ଆୟୁବ ପୁସ୍ତକ 38:11

ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'

ଗୀତସଂହିତା 29:4

ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।

ଗୀତସଂହିତା 65:7

ପରମେଶ୍ବର ଅଶାନ୍ତ ସମୁଦ୍ରକୁ ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍‌ବର ଭୟଙ୍କର ଦେଶଗୁଡ଼ିକୁ।

ଗୀତସଂହିତା 89:6

ସ୍ବର୍ଗରେ ସଦାପ୍ରଭୁଙ୍କ ତୁଲ୍ଯ କହେି ନାହିଁ। ଦବଗେଣକୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାୟାଇ ପାରିବ ନାହିଁ।

ଗୀତସଂହିତା 89:9

ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି।

ଗୀତସଂହିତା 92:8

କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।

ଗୀତସଂହିତା 114:3

ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।

ଯିରିମିୟ 5:22

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ମାର୍କଲିଖିତ ସୁସମାଚାର 4:37

ତା'ପରେ ହ୍ରଦ ରେ ଗୋଟିଏ ଭୟଙ୍କର ଝଡ ସୃଷ୍ଟି ହେଲା। ଡଙ୍ଗା ଆଡକୁ ଢେଉ ମାଡି ଆସିଲା। ଡଙ୍ଗା ରେ ପାଣି ପ୍ରାୟ ଭର୍ତ୍ତି ହାଇଗେଲା।

Interlinear

Choose Theme