ୟଦି ମାେତେ ସଦାପ୍ରଭୁ ସାହାୟ୍ଯ କରି ନ ଥାନ୍ତେ, ତବେେ ମୃତ୍ଯୁ ମାରେ ପ୍ରାଣକୁ ଅତିକ୍ରମ କରି ୟାଇଥାନ୍ତା।
Cross references
ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମାେତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହବେେ। ସମାନେେ ନୀରବରେ କବରକୁ ଯିବେ।
ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ। ଯେଉଁମାନେ କବରରେ ଅଛନ୍ତି ସମାନେେ ନୀରବ ଅଟନ୍ତି।
ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ପ୍ରାଯ ଧ୍ବଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ।
ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।
ମାରେ ଚତୁଃପାଶର୍ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।
ଭାଇ ଓ ଭଉଣୀମାନେ ! ଏସିଆ ଦେଶ ରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଚାହୁଁ ଯେପରି ସହେି ବିଷୟ ରେ ତୁମ୍ଭମାନେେ ମଧ୍ଯ ଜାଣ। ଆମ୍ଭମାନେେ ଭାରାକ୍ରାନ୍ତ ହାଇେ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭମାନେେ ଜୀବନର ସମସ୍ତ ଆଶା ହରାଇଥିଲୁ। ସହେି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।