Home Bibles ☰ Books ଗୀତସଂହିତା 94:2 · ଓଡ଼ିଆ ବାଇବେଲ
ଗୀତସଂହିତା 94:2 · ଓଡ଼ିଆ ବାଇବେଲ

ତୁମ୍ଭେ ହେଉଛ ସାରା ପୃଥିବୀର ବିଚାରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ୟାହା ସମାନେେ ଚାହାଁନ୍ତି।

Cross references

ଆଦି ପୁସ୍ତକ 18:25

ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।

ଦିତୀୟ ବଂଶାବଳୀ 20:12

ହେ ଆମ୍ଭମାନଙ୍କର ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ଯଦଳ ଆମ୍ଭମାନଙ୍କ ବିରୁଦ୍ଧ ରେ ଆସୁଛନ୍ତି, ସମାନଙ୍କେ ବିରୁଦ୍ଧ ରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ'ଣ କରିବାକୁ ହବେ, ତାହା ଆମ୍ଭମାନେେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭମାନେେ ତୁମ୍ଭର ସାହାୟ୍ଯ ଲୋଡ଼ୁଅଛୁ।

ଆୟୁବ ପୁସ୍ତକ 40:11

ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।

ଆୟୁବ ପୁସ୍ତକ 40:12

ହଁ ଆୟୁବ, ସହେି ଗର୍ବୀ ଲୋକମାନଙ୍କୁ ଦେଖ ଏବଂ ସମାନଙ୍କେୁ ନମ୍ର କର। ଦୁଷ୍ଟମାନଙ୍କୁ ସମାନେେ ଛିଡ଼ା ହାଇେଥିବା ସ୍ଥାନ ରେ ହିଁ ଦଳି ଦିଅ।

ଗୀତସଂହିତା 7:6

ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କୋର୍ଧ ପ୍ରକାଶ କର। ମାରେ ଶତ୍ରୁମାନେ କୋର୍ଧିତ ତଣେୁ ସମାନଙ୍କେ ସମ୍ମୁଖରେ ରହି ସମାନଙ୍କେ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମାେ ପକ୍ଷରେ ଜାଗ୍ରତ ହୁଅ ଓ ନ୍ଯାଯ ବିଚାର କର।

ଗୀତସଂହିତା 31:23

ହେ ପରମେଶ୍ବରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସହେିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସହେି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ଯବହାର କରନ୍ତି। ସେ ସହେିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି ଯେଉଁମାନେ ଦଣ୍ଡର ଅଧିକାରୀ।

ଗୀତସଂହିତା 50:6

ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।

ଗୀତସଂହିତା 68:1

ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

ଗୀତସଂହିତା 74:22

ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!

ଗୀତସଂହିତା 82:8

ହେ ପରମେଶ୍ବର, ଉଠ! ପୃଥିବୀର ବିଚାର କର !ସମସ୍ତ ଜାତିଗଣ ତୁମ୍ଭର ଅଟେ।

ଯିଶାଇୟ 2:11

ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

ଯିଶାଇୟ 2:12

ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।

ଯିଶାଇୟ 2:17

ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।

ଯିଶାଇୟ 10:12

ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

ଯିଶାଇୟ 37:23

ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ ? କାହା ବିରୁଦ୍ଧ ରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ ? ପୁଣି ଗର୍ବ ରେ ଦୃଷ୍ଟି ଉର୍ଦ୍ଧ୍ବକୁ କରିଅଛ। ଏସବୁ ଇଶ୍ରାୟେଲ ପବିତ୍ର ସ୍ବରୂପ ବିରୁଦ୍ଧ ରେ ନୁହେଁ କି ?

ଯିଶାଇୟ 37:29

ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।

ଯିଶାଇୟ 37:36

ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।

Interlinear

Choose Theme