ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଉଚ୍ଚ ଦୁର୍ଗ ଓ ମାରେ ପରମେଶ୍ବର ମାରେ ଆଶ୍ରଯଶୈଳ ହାଇେଅଛନ୍ତି।
Cross references
କେତକେ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସମାନେେ ଗରିବ ଏବଂ ସମାନଙ୍କେର ଅସୁବିଧା ଅଛି। ଯେତବେେଳେ ସମାନେେ ସମସ୍ଯାରେ ପଡ଼ନ୍ତି ସଦାପ୍ରଭୁ ସମାନଙ୍କେୁ ନିରାପତ୍ତା ଦିଅନ୍ତି।
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ହେ ମାରେ ଶକ୍ତି ! ମୁଁ ତୁମ୍ଭପାଇଁ ଅପେକ୍ଷା କରିଛି। ହେ ପରମେଶ୍ବର, ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି ? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।
ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
ଜଣେ ୟିଏକି ଜାତିଗଣକୁ ସଂ ଶାଧେନ କରନ୍ତି, ତୁମ୍ଭକୁ ଦଣ୍ଡ ଦବେେ ? ସେ ମାନବମାନଙ୍କୁ ଜ୍ଞାନ ବିଷଯରେ ଶିକ୍ଷା ଦିଅନ୍ତି।
ସହେି ଲୋକମାନେ ଉଚ୍ଚ ସ୍ଥାନ ରେ ବାସ କରିବେ। ସମାନେେ ଉଚ୍ଚ ଶୈଳ ନିର୍ମିତ ଦୁର୍ଗ ରେ ସୁରକ୍ଷିତ ହବେେ। ସମାନଙ୍କେର ଭକ୍ଷ୍ଯ ଓ ଜଳର ଅଭାବ ରହିବ ନାହିଁ।