Home Bibles ☰ Books ଗୀତସଂହିତା 94:23 · ଓଡ଼ିଆ ବାଇବେଲ
ଗୀତସଂହିତା 94:23 · ଓଡ଼ିଆ ବାଇବେଲ

ପରମେଶ୍ବର ସହେି ଅଧର୍ମୀ ବିଚାରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦବେେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଧ୍ବଂସ କରିବେ।

Cross references

ବିଚାରକର୍ତାମାନଙ୍କ ବିବରଣ 9:57

ସଦାପ୍ରଭୁ ପରମେଶ୍ବର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ୟ୍ଯ ଯୋଗୁ ଯଥାର୍ଥ ଦଣ୍ତ ଦେଲେ ଏବଂ ୟିରକ୍ସ୍ଟବାଦ୍ଦଲର ପକ୍ସ୍ଟତ୍ର ଯୋଥମ ଦଇେଥିବା ଅଭିଶାପ ସମାନଙ୍କେ ଉପରେ ପଡିଲା।

ପ୍ରଥମ ଶାମୁୟେଲ 26:10

ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କକ୍ସ୍ଟ ଦଣ୍ତ ଦବେେ। ଶାଉଲ ସାଧାରଣ ମୃତକ୍ସ୍ଟ୍ଯବରଣ କରି ପାରନ୍ତି କିମ୍ବା ସେ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇ ମରିବେ।

ଦିତୀୟ ରାଜାବଳୀ 19:7

ଏଠାକୁ ଦେଖ ମୁଁ ତାଙ୍କ ମଧିଅରେ ଏକ ଆତ୍ମା ଦବେି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫରେିୟିବ, ଆଉ ମୁଁ ତାକୁ ତା'ର ନିଜ ଦେଶ ରେ ଖଡ୍ଗ ଦ୍ବାରା ବଧ କରିବି।'

ଏଷ୍ଟର ବିବରଣ 7:10

ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।

ଏଷ୍ଟର ବିବରଣ 9:25

ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସହେି ନିର୍ଦ୍ଦେଶ ଯେ କବଳେ ହାମନର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସହେି ନିର୍ଦ୍ଦେଶ ହାମନ୍ ଓ ତାର ପରିବାର ରେ ଅନିଷ୍ଟ କରାଇଲା ତେଣୁ ହାମନ ଓ ତାର ପୁତ୍ରଗଣ ଫାଶୀଖୁଣ୍ଟ ରେ ଝୁଲାଗେଲ।

ଗୀତସଂହିତା 7:16

ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

ଗୀତସଂହିତା 9:16

ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।

ଗୀତସଂହିତା 12:3

ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।

ଗୀତସଂହିତା 55:23

ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ବର ସହେି ମିଥ୍ଯାବାଦୀମାନଙ୍କୁ ଓ ହତ୍ଯାକାରୀମାନଙ୍କୁ ସମାନଙ୍କେର ଜୀବନ ଅଧା ମଧ୍ଯ ଶଷେ ନ ହାଇେଥିବା ପୂର୍ବରୁ କବରକୁ ପଠଇେ ଦିଅନ୍ତି ! ମାରେ ଚୁକ୍ତିର ଅଂଶ ରୂପେ ମୁଁ ମାରେ ବିଶ୍ବାସ ତୁମ୍ଭଠାରେ କରିବି।

ଗୀତସଂହିତା 64:8

ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।

ଗୀତସଂହିତା 109:20

ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।

ହିତୋପଦେଶ 1:31

ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।

Interlinear

Choose Theme