ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ ପରିତ୍ରାଣର ଶୈଳ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କରିବା, ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
Cross references
ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।
ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।
କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।
ସଦାପ୍ରଭୁ ଜୀବିତ, ମୁ ମାରେ ଶୈଳକକ୍ସ୍ଟ ପ୍ରଶଂସା କରେ। ପରମେଶ୍ବର ମହାନ। ସେ ହିଁ ସଇେ ଶୈଳ ୟିଏ ମାେତେ ରକ୍ଷା କରନ୍ତି।
ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।
ସମାନେେ ବୀଣା ବଜାଇ, ସୀତାର ବଜାଇ ଓ ତୂରୀ ବଜାଇ ସଦାପ୍ରଭୁଙ୍କର ମନ୍ଦିର ୟିରୁଶାଲମକୁ ଗଲେ।
ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।
ପରମେଶ୍ବର ମାେ ପାଇଁ ମାରେ ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି। ସେ ଲୋକମାନଙ୍କୁ ମାରେ ନିଯନ୍ତ୍ରଣରେ ରଖନ୍ତି।
ମାେ ସହିତ ପରମେଶ୍ବରଙ୍କ ମାହାତ୍ମ୍ଯ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର।
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!
ହେ ମାନବ ସମାଜ, ଆମ୍ଭ ପରମେଶ୍ବରଙ୍କର ପ୍ରଶଂସାଗାନ କର। ଉଚ୍ଚ ସ୍ବରରେ ତାଙ୍କର ମହିମା ଗାନ କର।
ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
ସେ ଆମ୍ଭକୁ କହିବ, 'ତୁମ୍ଭେ ମାରେ ପିତା। ତୁମ୍ଭେ ମାରେ ପରମେଶ୍ବର, ମାରେ ଦୃଢ଼ ସୁରକ୍ଷାର ସ୍ଥାନ ଓ ମାରେ ତ୍ରାଣକର୍ତ୍ତା।'
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।
ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।
ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମଯ ପରମେଶ୍ବର ଅଟନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ ତାଙ୍କର ପ୍ରଶଂସା କର। ପରମେଶ୍ବର ସମସ୍ତ ବିଚାରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !
ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସମାନେେ ସହେି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସହେି ପଥର ଖ୍ରୀଷ୍ଟ ଥିଲେ।
ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :
ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :