Home Bibles ଗୀତସଂହିତା 96:3 · ଓଡ଼ିଆ ବାଇବେଲ
ଗୀତସଂହିତା 96:3 · ଓଡ଼ିଆ ବାଇବେଲ

ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।

Cross references

ଗୀତସଂହିତା 9:2

ତୁମ୍ଭେ ମତେ ଅତି ଆନନ୍ଦ ଦଇେଛା ହେ ସର୍ବୋପରିସ୍ଥ ପରମେଶ୍ବର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 57:9

ହେ ପ୍ରଭୁ, ପ୍ରେତ୍ୟକକ ବ୍ଯକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି। ମୁଁ ପ୍ରେତ୍ୟକକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 117:1

ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 150:2

ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।

ଯିଶାଇୟ 19:23

ସହେି ସମୟରେ ମିଶରରୁ ଅଶୂର ପର୍ୟ୍ଯନ୍ତ ଏକ ରାଜପଥ ନିର୍ମିତ ହବେ। ତା'ପ ରେ ଅଶୂରର ଲୋକମନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।

ଯିଶାଇୟ 49:6

ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।

ଦାନିଏଲ 4:1

ସମୁଦାଯ ପୃଥିବୀ ନିବାସୀ ୟାବତୀଯ ଗୋଷ୍ଠୀ, ଦେଶୀଯ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ଯରୂପେ ଶାନ୍ତି ହେଉ।

ଦାନିଏଲ 6:26

ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

ମୀଖା 4:2

ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,

ଯିଖରିୟ 9:10

ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ। ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ଲୂକଲିଖିତ ସୁସମାଚାର 24:47

ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।

Interlinear

Choose Theme