Home Bibles ☰ Books ଗୀତସଂହିତା 96:8 · ଓଡ଼ିଆ ବାଇବେଲ
ଗୀତସଂହିତା 96:8 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।

Cross references

ଯାତ୍ରା ପୁସ୍ତକ 34:5

ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।

ଗୀତସଂହିତା 29:2

ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।

ଗୀତସଂହିତା 45:12

ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।

ଗୀତସଂହିତା 72:10

ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଗୀତସଂହିତା 100:4

ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।

ଗୀତସଂହିତା 108:3

ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସାଗାନ କରିବି।

ଗୀତସଂହିତା 111:9

ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।

ଗୀତସଂହିତା 116:19

ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର !

ଗୀତସଂହିତା 148:13

ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।

ଯିଶାଇୟ 60:6

ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

ଯିହିଜିକଲ 46:3

ଆଉ ବିଶ୍ରାମ ବାର ରେ ଓ ଅମାବାସ୍ଯା ରେ ସହେି ଦ୍ବାର ପ୍ରବେଶ ସ୍ଥାନ ନିକଟରେ ଦେଶର ସାଧାରଣ ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରଣାମ କରିବେ।

ମଲାଖୀ 1:11

ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

Interlinear

Choose Theme