Home Bibles ଗୀତସଂହିତା 97:7 · ଓଡ଼ିଆ ବାଇବେଲ
ଗୀତସଂହିତା 97:7 · ଓଡ଼ିଆ ବାଇବେଲ

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସମାନେେ ସମାନଙ୍କେର ଦବଗେଣଙ୍କ ବିଷଯରେ ବଡ଼ାଇ କରନ୍ତି। ସହେି ଲୋକମାନେ ଲଜ୍ଜିତ ହବେେ। ସମାନଙ୍କେର ସମସ୍ତ ଦବେତାଗଣ ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।

Cross references

ଯାତ୍ରା ପୁସ୍ତକ 20:4

ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।

ଯାତ୍ରା ପୁସ୍ତକ 25:20

ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

ଲେବୀୟ ପୁସ୍ତକ 26:1

ତୁମ୍ଭମାନେେ ନିଜ ପାଇଁ ଦବମେୂର୍ତ୍ତି ନିର୍ମାଣ କରିବ ନାହିଁ। କିମ୍ବା ନିଜ ପାଇଁ ଖାଦେିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ, ଆଉ ତାହା ନିକଟରେ ଦଣ୍ତ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶର କୌଣସି ଖାଦେିତ ପ୍ରସ୍ତର ରଖିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଦିତୀୟ ବିବରଣ 5:8

ତୁମ୍ଭମାନେେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭମାନେେ ସ୍ବର୍ଗ ରେ, ମର୍ତ୍ତ ରେ ଓ ପାଣି ଭିତ ରେ ଦେଖକ୍ସ୍ଟଛ। ତୁମ୍ଭମାନେେ ସଗେକ୍ସ୍ଟଡିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ।

ଦିତୀୟ ବିବରଣ 27:15

' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'

ପ୍ରଥମ ଶାମୁୟେଲ 5:3

ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ।

ଦିତୀୟ ବଂଶାବଳୀ 3:13

ଏହି କିରୁବଦୂତଗଣଙ୍କର ଡ଼ଣୋ ମାଟେ ରେ କୋଡ଼ିଏ ହାତ ସ୍ଥାନ ଆଚ୍ଛାଦନ କରୁଥିଲା। ଏହି କିରୁବଦୂତଗଣ ମନ୍ଦିର ଆଡ଼କୁ ମୁହଁକରି ଛିଡ଼ା ହାଇେଥିଲେ।

ଯିଶାଇୟ 37:18

ହେ ସଦାପ୍ରଭୁ, ଏହା ସତ୍ଯ ଯେ ଅଶୂରୀଯ ରାଜାମାନେ ସମସ୍ତ ଦେଶକୁ ଏବଂ ସମାନଙ୍କେ ଭୂମିକୁ ଧ୍ବଂସ କରିଛନ୍ତି।

ଯିଶାଇୟ 41:29

ସମାନେେ ସମସ୍ତେ ଅସାର ଓ ସମାନଙ୍କେର କର୍ମସବୁ ତୁଚ୍ଛ। ସମାନେେ ଛାଞ୍ଚ ରେ ଢ଼ଳା ବାଯୁଶୂନ୍ଯ ପ୍ରତିମାଗଣ ମାତ୍ର।

ଯିଶାଇୟ 42:7

ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।

ଯିଶାଇୟ 42:17

କିନ୍ତୁ କେତକେ ଲୋକ ମାରେ ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖାଦେିତ ପ୍ରତିମାଗଣଙ୍କୁ କିମ୍ବା ମୃତ୍ତିକା ରେ ନିର୍ମିତ ଦବେତାମାନଙ୍କୁ ବିଶ୍ବାସ କରନ୍ତି, କବେେ ସମାନେେ ହତାଶ ହାଇେ ଲଜ୍ଜିତ ହବେେ।

ଯିଶାଇୟ 44:9

ସଯଉଁଦିନସଖାଦିତ ପ୍ରତିମା ନିର୍ମାଣ କରନ୍ତି,ସସ ସବୁ ଅସାର, ଯଦିଓସଲାଲକସସଗୁଡ଼ିକୁ ଆଦର କରନ୍ତି।ସସଗୁଡ଼ିକ ଉପକାରୀ ନୁହଁନ୍ତି।ସସହିସଲାକମାଲନ ସାକ୍ଷୀସହଲଲ ବିସସମାଲନ ଲଜ୍ଜିତସହଲବ।ସସମାଲନ କିଛିସଦଖନ୍ତି ନାହିଁ କି କିଛି ଜାଣନ୍ତି ନାହିଁ।

ଯିଶାଇୟ 45:16

ସମାନେେ ସମସ୍ତେ ଲଜ୍ଜିତ ଓ ଲାଞ୍ଚିତ ହବେେ। ପ୍ରତିମା ନିର୍ମାଣକାରୀ ସମସ୍ତେ ଏକା ସଙ୍ଗେ ଅପମାନିତ ହବେେ।

ଯିରିମିୟ 2:26

ଚୋର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସହେିପରି ଇଶ୍ରାୟେଲ ବଂଶ, ସମାନଙ୍କେର ରାଜଗଣ, ସମାନଙ୍କେର ଅଧିପତିଗଣ, ସମାନଙ୍କେର ଯାଜକଗଣ ଓ ସମାନଙ୍କେର ଭବିଷ୍ଯଦବକ୍ତାଗଣ ସମସ୍ତେ ଲଜ୍ଜିତ ହାଇେଅଛନ୍ତି।

ଯିରିମିୟ 10:14

ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।

ଏବ୍ରୀ 1:6

ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :

ପିତରଙ୍କ ପ୍ରଥମ ପତ୍ 1:12

ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:11

ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:8

ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।

Interlinear

Choose Theme