Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:19 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:19 · ଓଡ଼ିଆ ବାଇବେଲ

ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।

Cross references

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:11

ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:1

ଏହାପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ସ୍ବର୍ଗର ଗୋଟିଏ ଦ୍ବାର ଖାେଲା ହାଇେଅଛି। ମୁଁ ଯେଉଁ ସ୍ବର ପୂର୍ବରୁ ଶୁଣିଥିଲି, ସହେି ସ୍ବର ପୁଣି ଶୁଣିଲି। ଏହି ସ୍ବର ତୂରୀନାଦର ଶବ୍ଦ ପରି ମନେ ହେଲା। ସହେି ସ୍ବର କହିଲା, ଏଠାରୁ ଉପରକୁ ଉଠିଆସ ଏବଂ ଭବିଷ୍ଯତ ରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦଖାଇବେି।

Interlinear

Choose Theme