Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:11 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:11 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ମାେତେ କହିଲେ, ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।

Cross references

ଯିରିମିୟ 1:9

ସେତବେେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମାରେ ପାଟି ସ୍ପର୍ଶ କଲେ ଓ ମାେତେ କହିଲେ, ହେ ଯିରିମିୟ, ଆମ୍ଭେ ଆପଣା ବାକ୍ଯ ତୁମ୍ଭ ମୁଖ ରେ ଦଲେୁ।

ଯିରିମିୟ 25:13

ଆଉ ଆମ୍ଭେ ସହେି ଦେଶ ବିରୁଦ୍ଧ ରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧ ରେ ଯିରିମିୟଙ୍କ ଦ୍ବାରା ପ୍ରଚାରିତ ଯେଉଁ ଭବିଷ୍ଯଦବାକ୍ଯ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସହେି ସମସ୍ତ ବାକ୍ଯ ସହେି ଦେଶପ୍ରତି ସଫଳ ହବେ।

ଯିରିମିୟ 25:15

ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିହିଜିକଲ 37:4

ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ଏହି ଅସ୍ଥିଗୁଡ଼ିକ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କରି କୁହ, ' ହେ ଶୁଷ୍କ ଅସ୍ଥି ସକଳ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିହିଜିକଲ 37:9

ତା'ପ ରେ ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ବାଯୁ ଉଦ୍ଦେଶ୍ଯ ରେ ଭବିଷ୍ଯଦବାଣୀ ପ୍ରଚାର କର ଓ ବାଯୁକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ହେ ପ୍ରାଣବାଯୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ମୃତ ଶରୀରଗୁଡ଼ିକ ଉପ ରେ ପ୍ରଶ୍ବାସ ଦିଅ, ଯେପରି ସମାନେେ ଜୀବିତ ହବେେ।'

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:9

ସାଢ଼େ ତିନିଦିନ ପର୍ୟ୍ଯନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସମାନଙ୍କେର ଶବ ଦେଖିବେ। କିନ୍ତୁ ସମାନେେ ସମାନଙ୍କେର ସମାଧିସ୍ଥ ହବୋକୁ ଦବେେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:15

ତା'ପରେ ସେ ସ୍ବର୍ଗଦୂତ ମାେତେ କହିଲେ, ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ଯା ବସୁଥିବାର ଦେଖିଲ, ସହେି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।

Interlinear

Choose Theme