Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:14 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:14 · ଓଡ଼ିଆ ବାଇବେଲ

ଦ୍ବିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି।

Cross references

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:13

ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:12

ପ୍ରଥମ କ୍ଲେଶଟି ଶଷେ ହାଇଗେଲା, ଏହାପରେ ଆହୁରି ଦୁଇଟି ବଡ଼ କ୍ଲେଶ ଆସିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:1

ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:1

ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।

Interlinear

Choose Theme