Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:16 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:16 · ଓଡ଼ିଆ ବାଇବେଲ

କିନ୍ତୁ ପୃଥିବୀ ସହେି ସ୍ତ୍ରୀକୁ ସାହାୟ୍ଯ କଲା। ପୃଥିବୀ ତା'ର ମୁଖ ଖାଲିେଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦଲୋ।

Cross references

ଯାତ୍ରା ପୁସ୍ତକ 12:35

ଏହାପରେ ଇଶ୍ରାୟେଲୀୟ ଲୋକମାନେ ମାଶାଙ୍କେର ଆଜ୍ଞାନୁସା ରେ ଗଲେ। ସମାନେେ ତାଙ୍କର ମିଶରୀଯ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସମାନଙ୍କେୁ ରୂପା ଅଳଙ୍କାର, ସ୍ବର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।

ପ୍ରଥମ ରାଜାବଳୀ 17:6

ପୁଣି କାଉମାନେ ପ୍ରାତଃକାଳ ରେ ରୋଟୀ ଓ ମାଂସ ଓ ସନ୍ଧ୍ଯା ବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।

ଦିତୀୟ ରାଜାବଳୀ 8:9

ତେଣୁ ହସାଯଲେ ଇଲୀଶାୟଙ୍କୁ ସାକ୍ଷାତ କରିବାକୁ ଗଲେ। ଦମ୍ମେଶକର ସମସ୍ତ ଉତ୍ତମ ପଦାର୍ଥ ଉପହାର ସ୍ବରୂପ ଗ୍ଭଳିଶଟି ଓଟ ଦ୍ବାରା ନଇେ ତାଙ୍କ ସମ୍ମୁଖ ରେ ଉଭା ହାଇେ କହିଲେ, ଆପଣଙ୍କ ପୁତ୍ର ବିନ୍ହଦଦ୍ ଅରାମର ରାଜା ଆପଣଙ୍କ ନିକଟକୁ ମାେତେ ପଠାଇଛନ୍ତି, ସେ ଜାଣିବାକୁ ଇଚ୍ଛା କରୁଛି, ମୁଁ କ'ଣ ଅସୁସ୍ଥତାଠାରୁ ଆରୋଗ୍ୟଲାଭ ହବେି କି?

Interlinear

Choose Theme