Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:2 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:2 · ଓଡ଼ିଆ ବାଇବେଲ

ସହେି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବଦନୋ ରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହାଇଯୋଇଥିଲା।

Cross references

ଯିଶାଇୟ 53:11

ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

ଯିଶାଇୟ 54:1

ହେ ବନ୍ଧ୍ଯା, ଅପ୍ରସୂତି ନାରୀ ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।

ଯିଶାଇୟ 66:7

କୌଣସି ରମଣୀ ଗର୍ଭବଦନୋ ପାଇଲା ପ ରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବଦନୋ ପୂର୍ବେ ସେ ପ୍ରସବ କଲା।

ମୀଖା 5:3

ସେଥିପାଇଁ ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କୁ ତ୍ଯାଗ କରିବେ, ଯେପର୍ୟ୍ଯନ୍ତ ସ୍ତ୍ରୀ ଲୋକ ତା'ର ସନ୍ତାନ ପ୍ରସବ ନ କରିଛି। ତାହାପ ରେ ଅବଶିଷ୍ଟ ଭାତୃଗଣ ଇଶ୍ରାୟେଲର ଲୋକଙ୍କ ନିକଟକୁ ଫରେି ଆସିବେ।

ଯୋହନଲିଖିତ ସୁସମାଚାର 16:21

ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।

ଗାଲାତୀୟଙ୍କ ପ୍ରତି ପତ୍ର 4:19

ମାେ ପ୍ରିୟ ସନ୍ତାନଗଣ ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା' ପରି ପ୍ରସବବଦନୋ ଅନୁଭବ କରୁଛି ଓ ତୁମ୍ଭମାନେେ ଯେପର୍ୟ୍ଯନ୍ତ ପ୍ରକୃତ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହାଇେଛ, ସପେର୍ୟ୍ଯନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:4

ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ଯରୁ ଏକତୃତୀଯାଂଶ ତାରାକୁ ଟାଣିଆଣି ପୃଥିବୀ ରେ ନିକ୍ଷପେ କଲା। ସହେି ସାପ, ପ୍ରସବ କରିବାକୁ ଯାଇଥିବା ସହେି ନାରୀଙ୍କ ସାମନା ରେ ଠିଆ ହାଇେ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହବୋ ମାତ୍ ରେ ତାହାକୁ ଖାଇବା ଉଦ୍ଦେଶ୍ଯ ରେ ସେ ପ୍ରସ୍ତୁତ ହାଇଗେଲା।

Interlinear

Choose Theme