ଏହି ପଶୁ ପ୍ରଥମପଶୁ ସାମନା ରେ ଠିଆ ହେଲା ଓ ପ୍ରଥମପଶୁଠା ରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ଯବହାର କଲା। ସେ ପ୍ରଥମପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ଯ କଲା। ସହେି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହାଇଯୋଇଥିଲା।
Cross references
ସହେି ମନ୍ଦ ବ୍ଯକ୍ତି, ପରମେଶ୍ବରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ବାରା ଉପାସିତ, ଏହିପରି ପ୍ରେତ୍ୟକକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରେତ୍ୟକକଠାରୁ ଉଚ୍ଚ ବୋଲି ଦଖାେଏ, ଈଶ୍ବରଙ୍କ ନାମ ରେ ଖ୍ଯାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବି ରୋଧ କରେ। ସେ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ଯାଇ, ସିଂହାସନ ରେ ବସି ନିଜକୁ ପରମେଶ୍ବର ବୋଲି ଘାଷେଣା କରେ।
ତାହାର ମସ୍ତକଗୁଡ଼ିକ ମଧ୍ଯରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହାଇେଥିବା ପରି ଓ ମରାଯାଇଥିବା ପରି ଦଖାଗେଲା। କିନ୍ତୁ ତା'ର ମାରାତ୍ମକ କ୍ଷତି ଭଲ ହାଇଯୋଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହେଲେ ଓ ସହେି ପଶୁର ଅନୁଗମନ କଲେ।
ଦ୍ବିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାେଏ। ସେ ଯେଉଁ କ୍ଷମତା ପାଇଥିଲା, ତା ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହି ସବୁ ଆଶ୍ଚର୍ୟ୍ଯକର୍ମମାନ କଲେ। ଦ୍ବିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦବୋ ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦଲୋ। ଏହି ପଶୁ ଖଣ୍ଡା ରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ବର ରେ ଅନୁସରଣ କରି କହିଲେ, ଯଦି କହେି ଲୋକ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା' ନିଜ କପାଳ ରେ ଓ ହାତ ରେ ତା'ର ଚିହ୍ନ ଧାରଣ କରେ,
ସମାନଙ୍କେ ୟନ୍ତ୍ରଣାର ଧୂଆଁ ସବୁବଳେ ପାଇଁ ଉଠୁଥିବ। ସମାନଙ୍କେୁ ୟନ୍ତ୍ରଣାରୁ ଦିନରାତି କବେେ ହେଲେ ଆରାମ ମିଳିବ ନାହିଁ, କାରଣ ସମାନେେ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।
ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲଣେି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶଷେ ରାଜା ଆସୁଛନ୍ତି। ସେ ଯେତବେେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।
କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।