Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10 · ଓଡ଼ିଆ ବାଇବେଲ

ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

Cross references

ଆଦି ପୁସ୍ତକ 19:24

ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।

ଦିତୀୟ ବିବରଣ 29:23

ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।

ଆୟୁବ ପୁସ୍ତକ 18:15

ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।

ଆୟୁବ ପୁସ୍ତକ 21:20

ସହେି ପାପୀ ନିଜେ ନିଜର ବିନାଶ ଦେଖୁ। ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ କୋର୍ଧର ଶିକାର ହେଉ।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 37:34

ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।

ଗୀତସଂହିତା 52:6

ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହବେେ। ସମାନେେ ତୁମ୍ଭକୁ ପରିହାସ କରି କହିବେ।

ଗୀତସଂହିତା 60:3

ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।

ଗୀତସଂହିତା 73:10

ଏପରିକି ଧାର୍ମିକ ଲୋକମାନେ ସମାନଙ୍କେ ପ୍ରତି ଆକୃଷ୍ଟ ହୁଅନ୍ତି, ସମାନେେ ୟାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।

ଗୀତସଂହିତା 75:8

ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ଓ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।

ଗୀତସଂହିତା 91:8

ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।

ଯିଶାଇୟ 29:9

ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।

ଯିଶାଇୟ 30:33

ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।

ଯିଶାଇୟ 34:9

ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।

ଯିଶାଇୟ 51:17

ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।

ଯିଶାଇୟ 51:21

ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।

ଯିରିମିୟ 25:15

ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିରିମିୟ 25:27

ପୁଣି ଇଶ୍ରାୟେଲର ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ' ହେ ଯିରିମିୟ, ତୁମ୍ଭେ ସମାନଙ୍କେୁ କହିବ, ତୁମ୍ଭମାନେେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ଖଡ୍ଗ ପଠାଇବା, ତେଣୁ ତୁମ୍ଭମାନେେ ପତିତ ହାଇେ ଆଉ ଉଠ ନାହିଁ।'

ଯିରିମିୟ 49:12

ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନଙ୍କର ସହେି ପାତ୍ର ରେ ପାନ କରିବାର ନାହିଁ, ସମାନେେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ଯ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହବେ। ତୁମ୍ଭେ ଦଣ୍ଡରୁ କବେେ ରକ୍ଷା ପାଇବ ନାହିଁ।

ଯିରିମିୟ 51:57

ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦଶାେଧ୍ଯକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ବୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ ଓ କବେେ ଜାଗ୍ରତ ହବେେ ନାହିଁ। ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।

ଯିରିମିୟଙ୍କ ବିଳାପ 4:21

ହେ ଇଦୋମର କନ୍ଯ ଓ ଉଷ ଦେଶ ନିବାସିନୀ, ତୁମ୍ଭମାନେେ ଆନନ୍ଦ କର ଓ ପୁଲକିତା ହୁଅ। ସଦାପ୍ରଭୁଙ୍କର ସହେି କୋରଧରୂପକ ପାନପାତ୍ର ତୁମ୍ଭମାନଙ୍କ ନିକଟକୁ ୟିବ। ତୁମ୍ଭମାନେେ ତାହା ପାନ କରି ମତ୍ତ ହବେ ଓ ଉଲଗ୍ନା ହବେ।

ଯିହିଜିକଲ 20:48

ସେତବେେଳେ ଆମ୍ଭେ ସଦାପ୍ରଭୁ ସହେି ଅଗ୍ନି ଜଳାଇ ଅଛୁ ବୋଲି ତୁମ୍ଭମାନେେ ଜାଣିବ। ତାହା ନିର୍ବାପିତ ହବେ ନାହିଁ ଓ ଏହା ସମସ୍ତ ପ୍ରାଣୀ ଦେଖିବେ।'

ହବକକୂକ 2:16

କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡକୁ ଆସିବ। ତୁମ୍ଭେ ସମ୍ମାନ ବଦଳ ରେ ଅପମାନ ରେ ପରିପୂର୍ଣ୍ଣ ହବେ।

ମାଥିଉଲିଖିତ ସୁସମାଚାର 13:41

ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।

ମାଥିଉଲିଖିତ ସୁସମାଚାର 13:49

ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।

ମାଥିଉଲିଖିତ ସୁସମାଚାର 20:22

ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ'ଣ ତୁମ୍ଭେ ଭୋଗ କରି ପାରିବ?

ମାଥିଉଲିଖିତ ସୁସମାଚାର 25:41

ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ମାଥିଉଲିଖିତ ସୁସମାଚାର 26:39

ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।

ମାର୍କଲିଖିତ ସୁସମାଚାର 9:44

କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହାଇେ ଅନନ୍ତ ଜୀବନ ଲାଭ କରିବା ଭଲ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।

ଯିହୂଦାଙ୍କ ପତ୍ର 1:7

ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:17

ମାେ ଦର୍ଶନ ରେ ମୁଁ ଅଶ୍ବ ଓ ଅଶ୍ବାରୋହୀମାନଙ୍କୁ ଦେଖିଲି। ସମାନେେ ନୀଳକାନ୍ତ ମଣି ତୁଲ୍ଯ ଲୋହିତ, ନୀଳକାନ୍ତ ମଣି ତୁଲ୍ଯ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତି ରେ ପିନ୍ଧିଥିଲେ। ଅଶ୍ବମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦଖାଯାେଉଥିଲା। ସମାନଙ୍କେ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:19

ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:3

ପୃଥିବୀର ସବୁ ଲୋକମାନେ ତା'ର ବ୍ଯଭିଚାର ପାପର ଓ ପରମେଶ୍ବରଙ୍କର କୋରଧର ସୁରାପାନ କରିଛନ୍ତି। ପୃଥିବୀର ରାଜାମାନେ ତା'ସହିତ ବ୍ଯଭିଚାର ପାପ କାର୍ୟ୍ଯ କରିଛନ୍ତି। ସଂସାରର ବ୍ଯବସାଯୀମାନେ ତାହାର ଧନ ରେ ଧନବାନ୍ ହାଇେଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:6

ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସହେି ପ୍ରକାର କ୍ଷତି ହବେ। ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆୟିବ। ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦଇେଛି, ତା'ନିମନ୍ତେ ତା' ଅପେକ୍ଷା ଦୁଇଗୁଣ ଅଧିକ ନିଶାୟୁକ୍ତ ସୁରା ପ୍ରସ୍ତୁତ କରାୟିବ ଓ ତାହାକୁ ପାନ କରିବାକୁ ଦିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20

କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10

ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:8

କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

Interlinear

Choose Theme