ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:17 · ଓଡ଼ିଆ ବାଇବେଲ
ତା'ପରେ ଆଉ ଜଣେ ସ୍ବର୍ଗ ଦୂତ ସ୍ବର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ଯ ଗୋଟିଏ ଧାରୁଆ ଦାଆ ଥିଲା।
Cross references
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:14
ତା'ପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ଗୋଟିଏ ଧଳା ମେଘ ଥିଲା। ସହେି ମେଘ ଉପରେ ମନୁଷ୍ଯପୁତ୍ରଙ୍କ ପରି ଜଣେ ବ୍ଯକ୍ତି ବସିଥିଲେ। ତାହାଙ୍କ ମୁଣ୍ଡ ରେ ଗୋଟିଏ ସୁନାର ମୁକୁଟ ଓ ହାତ ରେ ଗୋଟିଏ ମୁନିଆ ଦାଆ ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:18
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:5
ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:1
ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।