Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:20 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:20 · ଓଡ଼ିଆ ବାଇବେଲ

ପ୍ରେତ୍ୟକକ ଦ୍ବୀପ ଉଭଇେ ଗଲା ଓ ସଠାେରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ।

Cross references

ଯିଶାଇୟ 2:14

ସହେି ଅହଙ୍କାରୀ ମାନବ ପର୍ବତ ଓ ପାହାଡ଼ ସଦୃଶ ଉନ୍ନତ ଓ ଉଚ୍ଚ ହବେେ।

ଯିରିମିୟ 4:23

ମୁଁ ପୃଥିବୀ ଉପ ରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ଯ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷପେ କରି ଦେଖିଲି ସଠାେ ରେ ଆଲୋକ ନ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:14

ଆକାଶ ଭାଗଭାଗ ହାଇଗେଲା ଓ ଚର୍ମପତ୍ର ଭଳି ଗୁଡ଼ଇେ ହାଇଗେଲା। ପର୍ବତ ଓ ଦ୍ବୀପସମୂହ ନିଜନିଜ ସ୍ଥାନରୁ ସ୍ଥାନଚ୍ଯୁତ ହାଇଗେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

Interlinear

Choose Theme