ତୃତୀୟ ସ୍ବର୍ଗ ଦୂତ ତାହାଙ୍କ ପାତ୍ରକୁ ନଦୀ ଓ ଜଳ ନିର୍ଝରଗୁଡ଼ିକ ଉପରେ ଢ଼ାଳିଲେ। ନଦୀ ଓ ଜଳ ନିର୍ଝରଗୁଡ଼ିକର ଜଳ ରକ୍ତ ହାଇଗେଲା।
Cross references
ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥି ରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀ ରେ ଜଳକୁ ମାରେଆଶାବାଡି ରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତେ ରକ୍ତ ପ୍ରବାହିତ ହବେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ଧରି ନଦୀ, ହ୍ରଦ, କନୋଲ, ସବୁଆଡେ ବୁଲାଉ। ଏହାପରେ ବେଙ୍ଗମାନେ ମିଶରର ସ୍ଥଳଭାଗ ରେ ଉଠି ଆସିବେ।
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ମୁଁ ନିହତ ଲୋକମାନଙ୍କ ଶବ ରେ ତାହାର ପର୍ବଗୁଡ଼ିକୁ ସମ୍ପୂର୍ଣ୍ଣ ଆବୃତ କରିବି। ପୁଣି ହତ ଲୋକମାନଙ୍କର ଶବ ଉପପର୍ବତ, ଉପତ୍ୟକା ଓ ଜଳପ୍ରବାହଗୁଡ଼ିକରେ ପତିତ ହବେ।
ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।
ଯେତବେେଳେ ତୃତୀୟ ସ୍ବର୍ଗଦୂତ ତୂରୀ ବଜାଇଲେ, ସେତବେେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥା ରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀଯାଂଶ ନଦୀ ଓ ଏକ ତୃତୀଯାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା।
ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।
ତା'ପରେ ମୁଁ ଜଳ ସମୂହର ଅଧିକାରୀ ଦୂତଙ୍କୁ ପରମେଶ୍ବରଙ୍କୁ କହିବାର ଶୁଣିଲି :