ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :
Cross references
ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।
ଆଉ ସେ ସମୟ ନିଶ୍ଚଯ ଆସିବ, ଯେତବେେଳେ ଆମ୍ଭେ ବାବିଲର ଖାଦେିତ ପ୍ରତିମାଗଣକୁ ପ୍ରତିଫଳ ଦବୋ ଓ ସମଗ୍ର ବାବିଲ ଲଜ୍ଜିତ ହବେ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତା ରେ ପତିତ ହବେେ।
ଏଣୁ ହେ ଗଣିକା, ସଦାପ୍ରଭୁଙ୍କ ବାକ୍ଯ ଶୁଣ।
ସମାନେେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସମାନେେ ପରମେଶ୍ବରଙ୍କୁ ସବୋ କରିବା ପରିବର୍ତେ ନିଜକୁ ଖୁସି କରିବା ପାଇଁ ବଞ୍ଚିଛନ୍ତି। ସମାନେେ ଲଜ୍ଜାଜନକ କାର୍ୟ୍ଯ କରନ୍ତି ଓ ସଗେୁଡ଼ିକ ପାଇଁ ଗର୍ବ କରନ୍ତି ଓ ସମାନେେ କବଳେ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।
ସଂସାର ରେ ଏବେ ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ୟିଏ, ମନ୍ଦ ବ୍ଯକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ଯପଟରୁ ଦୂ ରଇେ ନ ୟିବା ପର୍ୟ୍ଯନ୍ତ ସହେି ଶକ୍ତିକୁ ପ୍ରତିରୋଧ କରୁଥିବେ,
ଏହା ମନରେଖ ଯେ ଶଷେ ଦିନଗୁଡ଼ିକରେ ଅନକେ କଷ୍ଟକର ପରିସ୍ଥିତି ଆସିବ।
ସେ ଚାରି ଦୂତଙ୍କୁ କହିଲେ, ଆମ୍ଭମାନେେ ଆମ୍ଭର ପରମେଶ୍ବରଙ୍କର ଲୋକମାନଙ୍କର କପାଳ ରେ ମୁଦ୍ରାଙ୍କିତ ନ କରିବା ପର୍ୟ୍ଯନ୍ତ ତୁମ୍ଭମାନେେ ପୃଥବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।
ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତା ରେ ପଡ଼ିରହିବ। ଏହି ନଗରର ନାମ 'ସଦୋମ' ଓ 'ମିସର'। ନଗରର ନାମଗୁଡ଼ିକର ବିଶଷେ ଅର୍ଥ ରହିଛି। ଏହି ନଗର ରେ ସମାନଙ୍କେର ପ୍ରଭୁଙ୍କୁ ମଧ୍ଯ କ୍ରୁଶ ରେ ଚଢ଼ାଇ ମାରି ଦିଆଯାଇଥିଲା।
ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।
ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।
ତା'ପରେ ସେ ଦୂତ ମାେତେ କହିଲେ, ତୁମ୍ଭେ କାହିଁକି ଆଶ୍ଚର୍ୟ୍ଯ ହେଉଛ ? ମୁଁ ତୁମ୍ଭକୁ ଏହି ସ୍ତ୍ରୀଲୋକର ରହସ୍ଯ କହିବି ଓ ସପ୍ତ ମସ୍ତକ ଓ ଦଶଶିଙ୍ଗ ବିଶିଷ୍ଟ ତା'ର ବାହନ ପଶୁ ବିଷୟ ରେ ମଧ୍ଯ କହିବି।
ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ :
ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :
ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।