Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:13 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:13 · ଓଡ଼ିଆ ବାଇବେଲ

ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା ; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ଯ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମଷେ, ଘୋଡ଼ା, ରଥ, ଏବଂ ମନୁଷ୍ଯମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ଯବସାଯୀମାନେ କାନ୍ଦିବେ ଓ କହିବେ :

Cross references

ଯାତ୍ରା ପୁସ୍ତକ 21:16

ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଅପହରଣ କରି ବିକ୍ରଯ କରେ କିମ୍ବା ଦାସ ଭାବରେ ରେଖ, ତବେେ ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।

ଦିତୀୟ ବିବରଣ 24:7

ଧରାଯାଉ କୌଣସି ମନକ୍ସ୍ଟଷ୍ଯ ଯବେେ ତାଙ୍କର ପଡ଼ୋଶୀକକ୍ସ୍ଟ ଅପହରଣ କରେ ଓ ସେ ତାକକ୍ସ୍ଟ ଯଦି ଦାସରୂପେ ବ୍ଯବହାର କରେ, ବା ତାହାକକ୍ସ୍ଟ ବିକ୍ରଯ କରେ, ତବେେ ସହେି ଅପହରଣକର୍ତ୍ତାକକ୍ସ୍ଟ ହତ୍ଯା କରାୟିବା ଉଚିତ୍। ତେଣୁ ତୁମ୍ଭମାନଙ୍କ ମଧରକ୍ସ୍ଟ ସହେି ଦକ୍ସ୍ଟଷ୍କର୍ମ ଦୂର କରିବା ଉଚିତ୍।

ଦିତୀୟ ବିବରଣ 28:68

ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜ ରେ ମିଶରକକ୍ସ୍ଟ ପଠାଇ ଦବେେ। ମୁ କହକ୍ସ୍ଟଛି, ତୁମ୍ଭମାନେେ କଦାପି ସହେି ଦେଶକକ୍ସ୍ଟ ୟିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସହେିଠାକକ୍ସ୍ଟ ପଠାଇବେ। ମିଶର ରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତୃମାନଙ୍କଠାରକ୍ସ୍ଟ କ୍ରିତଦାସ ଭାବେ ବିକ୍ରି ହବୋକକ୍ସ୍ଟ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କହେି କ୍ରଯ କରିବେ ନାହିଁ।

ପ୍ରଥମ ରାଜାବଳୀ 10:10

ସେ (ସ୍ତ୍ରୀ) ରାଜାଙ୍କୁ 120 ତାଲନ୍ତା ସୁବର୍ଣ୍ଣ ଦେଲେ, ସେ (ସ୍ତ୍ରୀ) ମଧ୍ଯ ତାଙ୍କୁ ବହୁ ସୁଗନ୍ଧି ଦ୍ରବ୍ଯ ଓ ରତ୍ନ ଦେଲେ। ଶିବାର ରାଣୀ ଶଲୋମନଙ୍କୁ ଯେଉଁ ପରିମାଣର ସୁଗନ୍ଧି ଦ୍ରବ୍ଯ ଓ ରତ୍ନ ଦେଲେ ଏତେ ପରିମାଣର କହେି ଇଶ୍ରାୟେଲକୁ କବେେ ଦଇେ ନଥିଲେ।

ପ୍ରଥମ ରାଜାବଳୀ 10:15

କାର୍ଗ ଜାହାଜର ସୁବର୍ଣ୍ଣ ବ୍ଯତୀତ ରାଜା ଶଲୋମନ ମିଶ୍ରୀତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ଯବସାଯରୁ ସୁବର୍ଣ ପାଇଲେ।

ପ୍ରଥମ ରାଜାବଳୀ 10:25

ପ୍ରତିବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭଟେି ଆଣି ରାଜାଙ୍କୁ ଦଖାେ କରୁଥିଲେ। ସମାନେେ ରୂପାପାତ୍ର, ସୁନାପାତ୍ର , ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ଯ, ଅଶ୍ବ ଓ ଖଚର ଭଟେି ଆଣୁଥିଲେ।

ଦିତୀୟ ବଂଶାବଳୀ 9:9

ଏହାପରେ ଶିବାର ରାଣୀ ରାଜା ଶଲୋମନଙ୍କୁ 120 ତାଳନ୍ତ ସୁନା, ପ୍ରଚୁର ପରିମାଣର ମସଲା ଓ ମୂଲ୍ଯବାନ ପ୍ରସ୍ତରମାନ ପ୍ରଦାନ କଲେ। ଶିବାର ରାଣୀଙ୍କ ପରି କୌଣସି ବ୍ଯକ୍ତି ଶଲୋମନଙ୍କୁ ଏ ପ୍ରକାର ବିରୁଦ୍ଧ ମସଲା ଦଇେ ନ ଥିଲା।

ନିହିମିୟା 5:4

ଆହୁରି ଅନ୍ୟ ଲୋକମାନେେ କହିଲେ, ଆମ୍ଭମାନେେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ଯକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।

ନିହିମିୟା 5:8

ଏବଂ ମୁଁ ସହେି ଲୋକମାନଙ୍କୁ କହିଲି, 'ଆମ୍ଭର ୟିହୁଦୀଯ ଭାଇମାନେ ଅନ୍ୟ ଦେଶୀଯ ଲୋକଙ୍କ ନିକଟରେ ବିକା ୟାଇଥିଲେ, ଆମ୍ଭମାନେେ ସମାନଙ୍କେୁ ଆପଣା ସାଧ୍ଯ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇମାନଙ୍କୁ ବିକ୍ରୀ କରୁଛ ଏବଂ ଆମ୍ଭମାନେେ ସମାନଙ୍କେୁ ପୁଣି କିଣିବୁ।

ହିତୋପଦେଶ 7:17

ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।

ପରମଗୀତ 1:3

ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।

ପରମଗୀତ 4:13

ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।

ପରମଗୀତ 5:5

ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପ ରେ ମାରେ ହସ୍ତରୁ ଗନ୍ଧରସ ଓ ମାେ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

ଯିଶାଇୟ 50:1

ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।

ଯିହିଜିକଲ 27:13

ଗ୍ରୀକ୍, ତୁର୍କ ଓ ମଷେକର ଲୋକମାନେ ବ୍ଯବସାଯୀ ଥିଲେ। ସମାନେେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳ ରେ ବ୍ଯବସାଯ କଲେ।

ଆମୋଷ 2:6

ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଇଶ୍ରାୟେଲ ଲୋକଙ୍କୁ ଦଣ୍ତ ଦବୋ। କାରଣ ସମାନେେ ରେ ୗପ୍ୟ ବଦଳ ରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସମାନେେ ଏକହଳ ୟୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।

ଆମୋଷ 6:6

ତୁମ୍ଭେ ଦ୍ରାକ୍ଷାରସ ସୁନ୍ଦର ପାତ୍ର ରେ ପାନ କରୁଛ। ଆଉ ମଧ୍ଯ ସୁନ୍ଦର ସୁବାସିତ ପଦାର୍ଥ ବ୍ଯବହାର କରୁଛ। କିନ୍ତୁ ଯୋଷଫେର ପରିବାର ଧ୍ବଂସ ପାଉଛନ୍ତି ସେଥିପାଇଁ ଟିକିଏ ହେଲେ ଦୁଃଖ କରୁନାହିଁ।

ଆମୋଷ 8:6

ଆଉ ଦରିଦ୍ର ଲୋକମାନେ ସମାନଙ୍କେର ଋଣ ପରିଶାଧେ କରିପାରିବେ ନାହିଁ, ତେଣୁ ଆମ୍ଭେ ସମାନଙ୍କେୁ କ୍ରୀତଦାସ ରୂପେ କିଣିବୁ। ସହେି ଅସହାୟ ଲୋକମାନଙ୍କୁ ଏକହଳ ପାଦୁକା ବଦଳ ରେ କିଣି ପାରିବୁ। ହାୟ! ପରିତ୍ଯକ୍ତ ଗହମ ପରି ସହେି ଦରିଦ୍ର ବ୍ଯକ୍ତିମାନଙ୍କୁ ବୀକ୍ରି କରିବୁ।

ଯୋହନଲିଖିତ ସୁସମାଚାର 12:3

ମରିୟମ ଅଧ ଲିଟର ଅତି ମୂଲ୍ଯବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦ ରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶ ରେ ପୋଛି ଦେଲେ। ଘରଟି ଅତର ସୁବାସ ରେ ମହକି ଉଠିଲା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:10

ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

ପିତରଙ୍କ ଦିତୀୟ ପତ୍ର 2:3

ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

Interlinear

Choose Theme