Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:16 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:16 · ଓଡ଼ିଆ ବାଇବେଲ

ସମାନେେ କହିବେ :

Cross references

ଲୂକଲିଖିତ ସୁସମାଚାର 16:19

ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:4

ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:10

ସହେି ରାଜାମାନେ ଯେତବେେଳେ ତାହାର ୟନ୍ତ୍ରଣା ଦେଖିବେ, ସେତବେେଳେ ସମାନେେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂର ରେ ରହିବେ। ସମାନେେ କହିବେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:19

ସମାନେେ ନିଜନିଜ ମସ୍ତକ ଉପରେ ଧୂଳି ଫିଙ୍ଗିଲେ। ସମାନେେ କାନ୍ଦିଲେ ଓ ବହୁତ ଦୁଃଖିତ ହେଲେ। ସମାନେେ ଉଚ୍ଚ ସ୍ବର ରେ କହିଲେ :

Interlinear

Choose Theme