Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:21 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:21 · ଓଡ଼ିଆ ବାଇବେଲ

ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :

Cross references

ଯାତ୍ରା ପୁସ୍ତକ 15:5

ଗଭୀର ଜଳ ସମାନଙ୍କେୁ ଆଚ୍ଛାଦନ କରିଅଛି। ସମାନେେ ପ୍ରସ୍ତର ତୁଲ୍ଯ ଅଗାଧ ଜଳ ରେ ବୁଡି ଗଲେ।

ନିହିମିୟା 9:11

ତୁମ୍ଭେ ସମାନଙ୍କେ ସାକ୍ଷାତ ରେ ସମୁଦ୍ରକୁ ଭାଗ କଲ। ସମାନେେ ଶୁଷ୍କ ଭୂମି ଦଇେ ୟିବାପରି ସମୁଦ୍ର ମଧିଅରେ ଗଲେ। ମାତ୍ର ଗଭୀର ଜଳ ରେ ପ୍ରସ୍ତର ତୁଲ୍ଯ ତୁମ୍ଭେ ସମାନଙ୍କେ ପେଛ ଗୋଡଇବା ଲୋକମାନଙ୍କୁ ଅଗାଧ ସମୁଦ୍ର ରେ ନିକ୍ଷପେ କଲ।

ଆୟୁବ ପୁସ୍ତକ 20:8

ସେ ସ୍ବପ୍ନ ଭଳି ମିଳାଇୟିବ। ଆଉ ତାକୁ କହେି ପାଇବେ ନାହିଁ। ସେ ଗୋଟିଏ ରାତ୍ରିର ଦୁଃସ୍ବପ୍ନ ଭଳି ଭୁଲି ହାଇଯେିବ।

ଗୀତସଂହିତା 37:36

କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।

ଯିରିମିୟ 51:63

ପୁଣି ଏହା ପାଠ କରି ସାରିଲା ପ ରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ଯ ସ୍ଥାନ ରେ ତାହା ପକାଇ ଦବେ।

ଯିହିଜିକଲ 26:21

ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହବେେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ବଷେଣ କଲେ ମଧ୍ଯ ସମାନେେ ତୁମ୍ଭକୁ ପାଇବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

ଦାନିଏଲ 11:19

ଏହାପ ରେ ସେ ଆପଣା ଦେଶର ଦୁର୍ଗ ଆଡେ ଫରେିବ ମାତ୍ର ସଠାେ ରେ ତା'ର ପତନ ଘଟିବ ଓ ସେ ଶଷେ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:2

ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ବର ରେ କହିଲେ, ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ଯ ଅଟନ୍ତି ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:1

ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:8

କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ବର୍ଗ ରେ ସ୍ଥାନ ହରାଇଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:20

ପ୍ରେତ୍ୟକକ ଦ୍ବୀପ ଉଭଇେ ଗଲା ଓ ସଠାେରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:10

ସହେି ରାଜାମାନେ ଯେତବେେଳେ ତାହାର ୟନ୍ତ୍ରଣା ଦେଖିବେ, ସେତବେେଳେ ସମାନେେ ଭୟ କରିବେ ଏବଂ ତା'ଠାରୁ ବହୁତ ଦୂର ରେ ରହିବେ। ସମାନେେ କହିବେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:22

ତୋ'ଠା ରେ କହେି ହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ଯୟନ୍ତ୍ର ଶୁଣିବେ ନାହିଁ। ତୋ'ଠା ରେ କୌଣସି ଶିଳ୍ପର କାରିଗରମାନେ ଆଉ ଦଖାେଯିବେ ନାହିଁ। ତୋ'ଠା ରେ ଚକିପଷୋର ଶବ୍ଦ ଆଉ କବେେ ହେଲେ ଶୁଣାୟିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11

ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।

Interlinear

Choose Theme