ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।
Cross references
ତବେେ ମୁଁ ଅରୀଯଲକେୁ ଦୁଃଖ ଦବେି। ନଗରଟି ଶୋକ ଓ ବିଳାପ ରେ ପୂର୍ଣ୍ଣ ହବେ। ମାତ୍ର ତାହା ଆମ ପ୍ରତି ଦାହସ୍ଥାନ ତୁଲ୍ଯ ହବେ।
ହେ ସମସ୍ତ ଦେଶୀଯଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ଧ୍ଯାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତି, ବିଗତ ଓ ସେଥିରୁ ସୃଷ୍ଟ ସମସ୍ତ ପଦାର୍ଥ ଶ୍ରବଣ କରୁ।
ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭମାନେେ ଆସ ଓ ଭକ୍ଷଣ କର।
ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ ମୃଗପ୍ରାଣୀ ସଦୃଶ ହାଇେଅଛନ୍ତି। ସମାନେେ ତା'ର ବିରୁଦ୍ଧ ରେ ଚାରିଆଡ଼େ ଘରେି ରହିଅଛନ୍ତି, ତୁମ୍ଭମାନେେ ୟାଇ ବନ୍ଯ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
ଏଣିକି ଆକାଶର ପକ୍ଷୀମାନେ ତାହାର ଭାଙ୍ଗି ୟାଇଥିବା ଶାଖା ଉପ ରେ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁମାନେ ତାହାର ଭଗ୍ନ ଶାଖାମାନଙ୍କ ମଧିଅରେ ରହିବେ।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।
ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।
ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।
ସମାନଙ୍କେର ସନୋବାହିନୀଗଣ ଅଶ୍ବାରୋହୀଙ୍କ ମୁଖରୁ ବାହାରିଥିବା ଖଡ୍ଗ ରେ ନିହଦ ହେଲେ। ସମସ୍ତ ପକ୍ଷୀଗଣ ସମାନଙ୍କେର ଏହି ଶରୀରଗୁଡ଼ିକୁ ପଟେ ପୁରିବା ପର୍ୟ୍ଯନ୍ତ ଖାଇଲେ।