Cross references
ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।
ସହେି ଅଗ୍ନି ଦିବାରାତ୍ର ପ୍ରଜ୍ବଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହବେ। ପୁରୁଷାନୁକ୍ରମେ ତାହା ମରୁଭୂମି ହାଇେ ରହିବ। ଅନନ୍ତକାଳ ପର୍ୟ୍ଯନ୍ତ ତାହା ମଧ୍ଯ ଦଇେ କହେି ଗମନ କରିବେ ନାହିଁ।
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।
ସମାନଙ୍କେ ୟନ୍ତ୍ରଣାର ଧୂଆଁ ସବୁବଳେ ପାଇଁ ଉଠୁଥିବ। ସମାନଙ୍କେୁ ୟନ୍ତ୍ରଣାରୁ ଦିନରାତି କବେେ ହେଲେ ଆରାମ ମିଳିବ ନାହିଁ, କାରଣ ସମାନେେ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।
ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।
ସମାନେେ ତା'ର ଜଳୁଥିବାର ଧୂଆଁ ଦେଖିଲେ। ସମାନେେ ଉଚ୍ଚ ସ୍ବର ରେ କହିଲେ, ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :