Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:4 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:4 · ଓଡ଼ିଆ ବାଇବେଲ

ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :

Cross references

ପ୍ରଥମ ବଂଶାବଳୀ 16:36

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ୟୁଗେ ୟୁଗେ ପ୍ରଶଂସା କର।

ନିହିମିୟା 5:13

ମୁଁ ମାରେବସ୍ତ୍ରର ଭାଂଗକୁ ଝାଡିଲି ଏବଂ କହିଲି, ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ବର ତାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ଯ ହେଉ।

ନିହିମିୟା 8:6

ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ବରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, ଆମେନ୍! ଆମେନ୍!

ଗୀତସଂହିତା 41:13

ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।

ଗୀତସଂହିତା 72:19

ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।

ଗୀତସଂହିତା 89:52

ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ !

ଗୀତସଂହିତା 106:48

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।

ଯିରିମିୟ 28:6

ଯିରିମିୟ ଭବିଷ୍ଯଦବକ୍ତା ହନାନିଯକୁ ଏହା କହିଲେ, ଆମେନ୍ ! ସଦାପ୍ରଭୁ ସପରେି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସହେି ବାକ୍ଯସବୁ ସିଦ୍ଧ କରନ୍ତୁ।

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:16

ତୁମ୍ଭମାନେେ ଯଦି ଆତ୍ମା ଦ୍ବାରା ପରମେଶ୍ବରଙ୍କ ପ୍ରଶଂସା କର, ତବେେ ସାଧାରଣ ଲୋକ ତୁମ୍ଭକଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ଯବାଦ ରେ ଆମେନ୍ କହିବେ ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:4

ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।

Interlinear

Choose Theme