Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:19 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:19 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭ କାର୍ୟ୍ଯ ବିଷୟ ରେ ଜାଣେ, ମୁଁ ତୁମ୍ଭର ପ୍ ରମେ, ବିଶ୍ବାସ, ସବୋ, ଓ ର୍ଧୈୟ୍ଯ ବିଷୟ ରେ ମଧ୍ଯ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭ ରେ କରିଥିବା କାର୍ୟ୍ଯ ଅପେକ୍ଷା ଅଧିକ କାର୍ୟ୍ଯ କରୁଛ।

Cross references

ଆୟୁବ ପୁସ୍ତକ 17:9

କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।

ଗୀତସଂହିତା 92:14

ଏପରିକି ଯେତବେେଳେ ସମାନେେ ବୃଦ୍ଧ ହବେେ, ସେତବେେଳେ ମଧ୍ଯ ସମାନେେ ଫଳ ଉତ୍ପନ୍ନ କରିପାରିବେ। ସମାନେେ ସୁସ୍ଥ ରହିବେ ଏବଂ ସମାନଙ୍କେର ବହୁତ ପତ୍ର ରହିବ।

ହିତୋପଦେଶ 4:18

ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,

ଯୋହନଲିଖିତ ସୁସମାଚାର 15:2

ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:1

ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।

କଲସୀୟଙ୍କ ପ୍ରତି ପତ୍ର 3:14

ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:6

କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:3

ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:5

ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।

ପିତରଙ୍କ ପ୍ରଥମ ପତ୍ 4:8

ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।

ପିତରଙ୍କ ଦିତୀୟ ପତ୍ର 1:7

ପରମେଶ୍ବରଙ୍କ ସବୋ ରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟା ରେ ପ୍ ରମେକୁ ୟୋଗ କର।

ପିତରଙ୍କ ଦିତୀୟ ପତ୍ର 3:18

କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।

Interlinear

Choose Theme