Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:10 · ଓଡ଼ିଆ ବାଇବେଲ

ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।

Cross references

ମାଥିଉଲିଖିତ ସୁସମାଚାର 25:41

ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ମାଥିଉଲିଖିତ ସୁସମାଚାର 25:46

ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।

ମାର୍କଲିଖିତ ସୁସମାଚାର 9:44

କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହାଇେ ଅନନ୍ତ ଜୀବନ ଲାଭ କରିବା ଭଲ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10

ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:13

ତା'ପରେ ମୁଁ ତିନୋଟି ଅଶୁଚି ଆତ୍ମାଙ୍କୁ ଦେଖିଲି। ସମାନେେ ବେଙ୍ଗ ପରି ଦଖାଯାେଉଥିଲେ। ସମାନେେ ସହେି ଭୟଙ୍କର ସର୍ପ ମୁଖରୁ, ପଶୁ ମୁଖରୁ ଓ ଭଣ୍ଡଭବିଷ୍ଯଦ୍ ବକ୍ତା ମୁଖରୁ ବାହାରି ଆସିଲେ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20

କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:2

ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:8

ସେ ପୃଥିବୀର ଚାରିକୋଣରୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସହେି ସମୁଦ୍ରର ବାଲି ପରି ଅସଂଖ୍ଯ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ୟୁଦ୍ଧ କରିବାକୁ ବାହାରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:14

ତା'ପରେ ମୃତ୍ଯୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷପେ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ବିତୀୟ ମୃତ୍ଯୁ ଅଟେ।

Interlinear

Choose Theme