ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।
Cross references
ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।
ଛଅ ଗୋଟି ପାହାଚ ରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରେତ୍ୟକକ ପାହାଚର ଶଷେ ରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ଯ ରେ ଏ ପ୍ରକାର ସିଂହାସନ ନିର୍ମିତ ହାଇେ ନ ଥିଲା।
ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।
ଏହାପରେ ୟିରୁଶାଲମର ପ୍ରାଚୀର ପ୍ରତିଷ୍ଠା ସମୟରେ ଲୋକମାନେ, ଗିନି, ନବେଲ ଓ ବୀଣା ବଜାଇ ଧନ୍ଯବାଦ ଓ ଗାନ ସହିତ ଆନନ୍ଦ ରେ ପ୍ରତିଷ୍ଠା ଉତ୍ସବ ପାଳନ କରିବା ପାଇଁ ଲବେୀୟମାନଙ୍କୁ ୟିରୁଶାଲମକୁ ଆଣିବା ନିମନ୍ତେ ସମାନଙ୍କେ ସବୁ ସ୍ଥାନ ରେ ସମାନଙ୍କେୁ ଅନ୍ବଷେଣ କଲେ।
ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
ମୁଁ ଆଶାକରେ ସଠାେରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ୟେ, ତୁମ୍ଭର ବିରାଟ ରାଜ ପ୍ରାସାଦରେ ନିରାପଦ ହେଉ।
ଆମ୍ଭେ ପଦ୍ମରାଗ ମଣି ରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ୟ୍ଯକାନ୍ତ ମଣି ରେ ତୁମ୍ଭ ନଗରର ଦ୍ବାର ସକଳ ଓ ମନୋରମ ପ୍ରସ୍ତର ରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।
ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।
ଇଶ୍ରାୟେଲର ପରିବାରବର୍ଗର ନାମାନୁସା ରେ ଉତ୍ତର ରେ ତିନି ଦ୍ବାର ହବେ। ସଗେୁଡ଼ିକ ହେଲେ ରୁବନରେ ଦ୍ବାର, ଯିହୁଦାର ଦ୍ବାର ଓ ଲବେୀର ଦ୍ବାର।
ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।
ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।
ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।
ଯେଉଁ ପ୍ରତିଜ୍ଞାକୁ ଇଶ୍ରାୟେଲର ବାରୋଟି ଗୋଷ୍ଠୀ ମଧ୍ଯ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ବରଙ୍କୁ ପୂଜା କରନ୍ତି, ମୁଁ ମଧ୍ଯ ସହେି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସହେି ପ୍ରତିଜ୍ଞା ଉପରେ ମାରେ ଆଶା ଓ ବିଶ୍ବାସ ଥିବାରୁ ଯିହୂଦୀମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରୁଛନ୍ତି।
ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।
ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।