ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:18 · ଓଡ଼ିଆ ବାଇବେଲ
ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
Cross references
ପ୍ରଥମ ରାଜାବଳୀ 6:30
ଉଭୟ କୋଠରୀର ଚଟାଣ ମଧ୍ଯ ସୁବର୍ଣ୍ଣ ରେ ଆବୃତ ହାଇେଥିଲା।
ଦିତୀୟ ବଂଶାବଳୀ 3:6
ସୌନ୍ଦର୍ୟ୍ଯତା ନିମନ୍ତେ ମନ୍ଦିର ରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ଯବହାର କରୁଥିଲେ, ସଗେୁଡ଼ିକ ପର୍ବଯିମ ଦେଶରୁ ଆସିଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:11
ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:19
ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:21
ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।